Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 15, 2025
in Accident, State
ଚଢ଼ିଗଲା ହାଇୱା
17
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ରାମ ନବମୀ ଯାତ୍ରା ହେଲା ଶେଷ ଯାତ୍ରା। ଯାତ୍ରା ଦେଖି ଫେରିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସୁନ୍ଦରଗଡ଼ ବଡ଼ଗାଁ ବିଜୁ ଏକପ୍ରେସୱେ ଭୋଇପାଲି ନିକଟରେ ଦୁର୍ଘଟଣା।ଭୋର ୩ଟା ସମୟରେ ଘଟିଥିଲା ଏ ଦୁର୍ଘଟଣା।ଭାରସାମ୍ୟ ହରାଇ ରାସ୍ତା କଡ଼ ଟ୍ରାକ୍ଟର ପଛରେ ପିଟିଲା ବାଇକ। ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ସୁନ୍ଦରଗଡ଼ ସଦର ଥାନା ବିରତୋଳା ଗାଁର ଦିଲ୍ଲୀପ ନାଏକ, ଠନସୁନ୍ଦର ସା ଓ ଚନ୍ଦନ ଲୁହାର। ସମସ୍ତେ ବଡ଼ଗାଁ ରାମଲୀଳା ଯାତ୍ରା ଦେଖି ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଘଟଣା। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଗୁଡିକୁ ବଡ଼ ଗାଁ ମେଡିକାଲରେ ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!