Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଂଗ୍ରେସର ଏହି ତିନି ବରିଷ୍ଠ ନେତାଙ୍କ ବିରୋଧରେ ଥାନାରେ ମାମଲା ରୁଜୁ

by ସଞ୍ଜୟ ସ୍ୱାଇଁ
October 16, 2024
in Crime, State
କଂଗ୍ରେସର ଏହି ତିନି ବରିଷ୍ଠ ନେତାଙ୍କ ବିରୋଧରେ ଥାନାରେ ମାମଲା ରୁଜୁ
144
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନିର୍ବାଚନ ପ୍ରଚାର ସମୟରେ ବକେୟା ଟଙ୍କାକୁ ନେଇ ରାଜ୍ୟ କଂଗ୍ରେସର ୩ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି। ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏହି ତିନି ଜଣଙ୍କ ବିରୋଧରେ ଆଇପିସିର ଧାରା ୧୨୦ବି, ୪୨୦, ୫୦୬ ଓ ୩୪ ଲାଗିଛି। ପୂର୍ବରୁ ପୁଲିସ ଅଭିଯୋଗ ରଖି ନଥିଲା। ଏବେ କୋର୍ଟଙ୍କ ହସ୍ତକ୍ଷେପ ପରେ ମାମଲା ରୁଜୁ ହୋଇଥିବା ସୂଚନା। କଂଗ୍ରେସ ସାଧାରଣ ନିର୍ବାଚନ-୨୦୨୪ରେ ଅଭିଯୋଗକାରୀ ଆଶୁତୋଷ ମହାପାତ୍ରଙ୍କୁ ଏଲଇଡି ଗାଡ଼ିରେ ପ୍ରଚାର ପାଇଁ ବ୍ୟବସାୟିକ ଚୁକ୍ତି ନାମା ହୋଇଥିଲା। ଏଥିପାଇଁ ଦେଢ଼ କୋଟି ଟଙ୍କା ଦେବା ନେଇ ଫାଇନାଲ ହୋଇଥିବା ବେଳେ ୮ ଲକ୍ଷ ଟଙ୍କା ଆଡ଼ଭାନ୍ସ ଦିଆ ଯାଇଥିଲା। ନିର୍ବାଚନ ପରେ ବଳକା ଟଙ୍କା ମାଗିବାରୁ ଟଙ୍କା ନ ଦେଇ ଆଶୁତୋଷଙ୍କୁ ଧମକ ଦେଇଥିଲେ ଶରତ ପଟ୍ଟନାୟକ ଓ ବିଶ୍ୱ ରଞ୍ଜନ ମହାନ୍ତି। ମିଳିଥିବା ସୂଚନା ଅନୁସାରେ କଂଗ୍ରେସ ସାଧାରଣ ନିର୍ବାଚନ-୨୦୨୪ରେ ଅଭିଯୋଗକାରୀ ଆଶୁତୋଷ ମହାପାତ୍ରଙ୍କୁ ଏଲଇଡି ଗାଡ଼ିରେ ପ୍ରଚାର ପାଇଁ ବ୍ୟବସାୟିକ ଚୁକ୍ତି ନାମା ହୋଇଥିଲା। ଏଥିପାଇଁ ଦେଢ଼ କୋଟି ଟଙ୍କା ଦେବା ନେଇ ଫାଇନାଲ ହୋଇଥିବା ବେଳେ ୮ ଲକ୍ଷ ଟଙ୍କା ଆଡ଼ଭାନ୍ସ ଦିଆ ଯାଇଥିଲା। ନିର୍ବାଚନ ପରେ ବଳକା ଟଙ୍କା ମାଗିବାରୁ ଟଙ୍କା ନ ଦେଇ ଆଶୁତୋଷଙ୍କୁ ଧମକ ଦେଇଥିଲେ ଶରତ ପଟ୍ଟନାୟକ ଓ ବିଶ୍ୱ ରଞ୍ଜନ ମହାନ୍ତି। ଏ ନେଇ ସେ ସେତେବେଳେ ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ଥାନାରେ ସେହି ସମୟରେ ମାମଲା ରୁଜୁ କରାଯାଇ ନଥିଲା। ତେଣୁ ଆଶୁତୋଷ କୋର୍ଟର ଦ୍ଵାରସ୍ଥ ହୋଇଥିଲେ। ଏହା ପରେ ଭରତପୁର ଥାନାରେ ମାମଲା ରୁଜୁ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!