Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରୁ ମାଲକାନାଗିରି ଯାଉଥିବାବେଳେ ସଡ଼କ ଦୁର୍ଘଟଣା, ୩ ମୃତ

by ସଞ୍ଜୟ ସ୍ୱାଇଁ
May 16, 2025
in Accident, State
ନୟାଗଡ଼ରୁ ମାଲକାନାଗିରି ଯାଉଥିବାବେଳେ ସଡ଼କ ଦୁର୍ଘଟଣା, ୩ ମୃତ
881
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଗଛକୁ ପିଟିଲା କାର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ବୈପାରିଗୁଡ଼ା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୟାଗଡ଼ରୁ ମାଲକାନଗିରି ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୌଡ଼ଗୁଡା ଗଛରେ ଗଛକୁ ଧକ୍କା ଦେଇଥିଲା କାର । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ନୟାଗଡ଼ ପୁରୁଣା ସହରର ଜଣେ ଟେଣ୍ଡ ହାଉସଙ୍କ ପୁଅ ସମେତ ସେମାନଙ୍କର ପରିବାର ମାଲକାନାଗିରି ଯାଉଥିବା ସୁଚନା ମିଳିଛି । ଏହି ଘଟଣାକୁ ନେଇ ଶୋକର ଛାୟା ଖେଳିଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!