Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଫ୍ଆଇଏଚ୍ ପ୍ରୋ ଲିଗ୍: ଭାରତୀୟ ଦଳରେ ୩ ଓଡ଼ିଆ

by ସଞ୍ଜୟ ସ୍ୱାଇଁ
May 13, 2025
in Feature News
ଏଫ୍ଆଇଏଚ୍ ପ୍ରୋ ଲିଗ୍: ଭାରତୀୟ ଦଳରେ ୩ ଓଡ଼ିଆ
36
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ମହିଳା ଏଫ୍ଆଇଏଚ୍ ପ୍ରୋ ଲିଗର ୟୁରୋପ ଚରଣ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ୨୪ ଜଣିଆ ଦଳରେ ଓଡ଼ିଶାରୁ ୩ ଜଣ ସ୍ଥାନ ପାଇଛନ୍ତି । ସେମାନେ ହେଲେ ଜ୍ୟୋତି ଛତ୍ରୀ, ସୁନେଲିତା ଟପ୍ପୋ ଓ ଆଜମିନା କୁଜୁର । ମିଡ୍ଫିଲ୍ଡର ସଲିମା ଟେଟେଙ୍କୁ ଦଳର ଅଧିନାୟିକା ନିଯୁକ୍ତ କରାଯାଇଛି । ନଭନୀତ କୌର ଉପ ଅଧିନାୟିକା ନିଯୁକ୍ତ ହୋଇଛନ୍ତି । ଆସନ୍ତା ୧୪ରୁ ୨୯ ତାରିଖ ମଧ୍ୟରେ ଭାରତୀୟ ଦଳ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ବେଲଜିୟମ ଓ ଚୀନ ସହ ଖେଳିବାର ସୂଚୀ ରହିଛି । ଅଷ୍ଟ୍ରେଲିଆ ବିପକ୍ଷରେ ଆସନ୍ତା ୧୪ରୁ ଦଳ ଅଭିଯାନ ଆରମ୍ଭ କରିବ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!