Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ବିଚାରପତି ପାଇଁ ୩ ବର୍ଷ ଓକିଲାତି ବାଧ୍ୟ

by ସଞ୍ଜୟ ସ୍ୱାଇଁ
May 20, 2025
in State
ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ବିଚାରପତି ପାଇଁ ୩ ବର୍ଷ ଓକିଲାତି ବାଧ୍ୟ
73
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଚାରପତି ହେବା ପାଇଁ ୩ ବର୍ଷର ଓକିଲାତି କରିବା ଆବଶ୍ୟକ । ବିଚାରପତି ନିଯୁକ୍ତି ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ,ମଙ୍ଗଳବାର ସୁପ୍ରିମକୋର୍ଟ ନ୍ୟାୟପାଳିକାରେ ଯୋଗଦେବା କ୍ଷେତ୍ରରେ ଏଭଳି ରାୟ ଦେଇଛନ୍ତି । ସିଭିଲ ଜଜ୍ ନିଯୁକ୍ତ କ୍ଷେତ୍ରରେ ଏହି ନିୟମ ଲାଗୁ ହେବ । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବି-ଆର ଗଭାଇ , ଜଷ୍ଟିସ୍ କେ ବିନୋଦ ଚନ୍ଦ୍ରନ ଓ ଜଷ୍ଟିସ୍ ଏଜି ମାଶିଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏହି ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!