Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡି ଧକ୍କାରେ ଚାଲିଗଲା ୩ ଯୁବକଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 21, 2025
in Accident, State
ଅଜଣା ଗାଡି ଧକ୍କାରେ ଚାଲିଗଲା ୩ ଯୁବକଙ୍କ ଜୀବନ
41
VIEWS
Share on FacebookShare on Twitter

ଗୁଣପୁର, (ବାଘୁଆବାର୍ତ୍ତା): ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ । ରାୟଗଡା ଜିଲ୍ଲା ଗୁମୁଡା ଫାଣ୍ଡି ଅନ୍ତର୍ଗତ ବଂଶଧାରା ନଦୀ ବ୍ରିଜ୍ ଉପରେ ଘଟିଥିଲା ଦୁର୍ଘଟଣା । ମଙ୍ଗଳବାର ବିଳମ୍ବିତ ରାତିରେ ଧକ୍କା ଦେଇଥିଲା ଅଜଣା ଗାଡି । ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ୩ ଜଣ ଯୁବକ କାରିଣୀ ଗ୍ରାମର ଠାକୁରାଣୀ ଯାତ୍ରା ଦେଖିବାକୁ ଯାଉଥିଲେ । ୩ ଜଣ ଯୁବକ ହେଲେ ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ୍ କଇଠ ପଦର ଗ୍ରାମର ଦୁଇ ଜଣ ଯୁବକ ବୁଲୁ ଶବର, ସୁବ୍ରତ ଶବର ଏବଂ ଜଗନ୍ନାଥପୁର ଗ୍ରାମର ବାଳକୃଷ୍ଣ ଆରକା । ଯୁବକ ତିନି ଜଣ ବାଇକ୍ ଯୋଗେ ଯାତ୍ରା ଦେଖିବାକୁ ଯିବା ବେଳେ ଦୁର୍ଘଟଣାର ଶୀକାର ହୋଇଛନ୍ତି । ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେବା ପରେ ଫେରାର ହୋଇଯାଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା । ଅନ୍ୟ ଜଣଙ୍କୁ ଉଦ୍ଧାର କରି ଗୁଣପୁର ମେଡିକାଲକୁ ଆଣିବା ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି । ପଦ୍ମପୁର ମେଡିକାଲରେ ରହିଛି ଦୁଇ ଜଣଙ୍କ ମୃତଦେହ । ଗୁଣପୁର ମେଡିକାଲରେ ଜଣଙ୍କ ମୃତଦେହ ରହିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!