Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ପଞ୍ଝାରେ ଦୁଇ ବାଘ ଛାଲ ବେପାରୀ

by ସଞ୍ଜୟ ସ୍ୱାଇଁ
November 8, 2023
in Crime, State
ଏସଟିଏଫ ପଞ୍ଝାରେ ଦୁଇ ବାଘ ଛାଲ ବେପାରୀ
33
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାୟଗଡାରୁ ଦୁଇଟି କଲରାପତରିଆ ବାଘଛାଲ ଜବତ କରିବା ସହ ଦୁଇ ବେପାରୀଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌। ରାୟଗଡ଼ା ଚାନ୍ଦିଲି ଥାନା ତାମ୍ପରବିଦୁନି ଛକରେ ଡିଲ୍ କରାଯାଉଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲା ଏସ୍‌ଟିଏଫ୍‌। ଏହାପରେ ସେହି ସ୍ଥାନରେ ପହଞ୍ଚି ୨ଟି କଲରାପତରିଆ ବାଘ ଛାଲ ଜବତ କରିବା ସହ ଦୁଇ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ । କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ଦ୍ବାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ହେଲେ ବିକ୍ରମ ମାଝୀ ଓ ରାଜା ମାଝି। ଜବତ ବାଘ ଛାଲକୁ ବୟୋଲୋଜିକାଲ ଟେଷ୍ଟ ପାଇଁ ଡେରାଡୁନ ପଠାଯିବ ବୋଲି ଜଣାପଡିଛି। ଏଥି ସହିତ ଏସ୍‌ଟିଏଫ୍ କେସ ନମ୍ବର ୨୭, ଦଫା ୩୭୯, ୪୧୧, ୧୨୦ (ବି) ସହ ବନ୍ୟଜନ୍ତୁ ସରଂକ୍ଷଣ ଆଇନ ଆଧାରରେ କୋର୍ଟଚାଲାଣ କରାଯାଇଛି। ଆବଶ୍ୟକସ୍ଥଳେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!