Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘଛାଲ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
March 23, 2021
in Nayagarh
ବାଘଛାଲ ଜବତ, ୨ ଗିରଫ
194
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଦେବଗଡ ଜିଲ୍ଲା ବାରକୋଟ ଅନ୍ତର୍ଗତ ବଣାଇ ଛକରେ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ଚଢାଉ କରି କଲରାପତରିଆ ବାଘ ଛାଲ ଜବତ କରିଛନ୍ତି। ସୂଚନାଯୋଗ୍ୟ, ବାଘଛାଲ ବିକ୍ରି ପାଇଁ ମୁଲଚାଲ କରାଯାଉଥିବା ବେଳେ ଗତକାଲି କ୍ରାଇମବ୍ରାଞ୍ଚ ଟିମ ବିଶେଷ ସୂତ୍ରରୁ ଖବର ପାଇଥିଲା। ଏହାପରେ ଆକସ୍ମିକ ଭାବେ ଚଢାଉ କରି ବାଘଛାଲ ସହ ସମ୍ପୃକ୍ତ ଘଟଣାରେ ୨ଜଣ ବାଘଛାଲ ବେପାରୀଙ୍କୁ ଗିରଫ କରିଛି। ଗିରଫ ଦୁଇ ବାଘଛାଲ ବେପାରୀ ହେଲେ  ସୋମନାଥ ପାତ୍ର, ରାଜୀବ ଲୋଚନ ପାତ୍ର।।  ଉଭୟଙ୍କ ଘର ଦେବଗଡ ଜିଲା କାଦପଡା ଥାନା ଅନ୍ତର୍ଗତ ସାଲୋହି ଗାଁରେ ବୋଲି ଜଣାପଡ଼ିି। ସୋମନାଥ ପାତ୍ର ଓ ରାଜୀବ ଲୋଚନ ପାତ୍ର ନିକଟରୁ ବାଘ ଛାଲ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ଗିରଫ ପରେ ସେମାନଙ୍କୁ ଦେବଗଡ ଏସଡିଜିଏମ କୋର୍ଟକୁ ଚାଲାଣ କରାଯାଇଛି। ଜବତ ବାଘଛାଲକୁ ରସାୟନିକ ପରୀକ୍ଷା ପାଇଁ ଡେରାଡୁନ ପଠାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!