Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୁବ୍ ଶୀଘ୍ର ଭାରତରେ ଲଞ୍ଚ୍ ହେବ ସର୍ଭିକାଲ କ୍ୟାନସର ଟିକା

by ସଞ୍ଜୟ ସ୍ୱାଇଁ
June 15, 2022
in Health, NATIONAL NEWS
ଖୁବ୍ ଶୀଘ୍ର ଭାରତରେ ଲଞ୍ଚ୍ ହେବ ସର୍ଭିକାଲ କ୍ୟାନସର ଟିକା
159
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସର୍ଭିକାଲ କ୍ୟାନସରର ଉପଚାର ପାଇଁ ଦେଶରେ ଖୁବ୍ ଶୀଘ୍ର ଉପଲବ୍ଧ ହେବ ଟିକା । ସଂପୂର୍ଣ୍ଣ ଦେଶୀୟ ଜ୍ଞାନକୌଶଳରେ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ -ଏସଆଇଆଇ ଭାରତର ପ୍ରଥମ ଟିକା ବିକଶିତ କରିଛି । କ୍ବାଡ୍ରିଭାଲେଁଣ୍ଟ ହ୍ୟୁମାନ ପାପିଲୋମା ଭାଇରସ୍ ନାମକ ଏହି ଟିକା ଉପରେ ସବଜେକ୍ଟ ଏକ୍ସପର୍ଟ କମିଟି ଆଲୋଚନା କରିବ । ମାର୍କେଟ ଅଥୋରାଇଜେସନ ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆରେ ଆବେଦନ କରାଯାଇଛି । ସବୁ ବୟସବର୍ଗ ପାଇଁ ଏହି ଟିକା ଫଳପ୍ରଦ ହେବ ବୋଲି ଆବଦେନରେ ଦର୍ଶାଯାଇଛି । ଅନୁମତି ମିଳିଲେ ଏହି ଟିକା ଚଳିତ ବର୍ଷ ଶେଷ ସୁଦ୍ଧା ବଜାରରେ ଉପଲବ୍ଧ ହେବ । ଏହି ଟିକା ଦେଶୀୟ ଜ୍ଞାନକୌଶଳରେ ପ୍ରସ୍ତୁତ ଭାରତର ପ୍ରଥମ ସର୍ଭିକାଲ କ୍ୟାନସର ଟିକା । ବାୟୋ ଟେକ୍ନୋଲୋଜି ବିଭାଗର ସହାୟତାରେ ଦୁଇ ତିନି ପର୍ୟ୍ୟାୟ କ୍ଲିନିକାଲ ଟ୍ରାଏଲ ପରେ ଟିକା ପାଇଁ ବଜାର ଅନୁମତି ଲୋଡିଛି ସେରମ । ପ୍ରତିବର୍ଷ ଭାରତରେ ଲକ୍ଷ ଲକ୍ଷ ମହିଳା ସର୍ଭିକାଲ କ୍ୟାନସରରେ ପୀଡିତ ହୁଅନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!