Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିଏମସି କାର୍ଯ୍ୟାଳୟରେ ବିସ୍ଫୋରଣ : ତିନିଜଣ ଆହତ

by ସଞ୍ଜୟ ସ୍ୱାଇଁ
March 26, 2021
in NATIONAL NEWS
ଟିଏମସି କାର୍ଯ୍ୟାଳୟରେ ବିସ୍ଫୋରଣ : ତିନିଜଣ ଆହତ
392
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା):  ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାର ଜୟପୁର ଅଞ୍ଚଳରେ ଶୁକ୍ରବାର ତୃଣମୂଳ କଂଗ୍ରେସ (ଟିଏମସି) କାର୍ଯ୍ୟାଳୟରେ ହୋଇଥିବା ବିସ୍ଫୋରଣରେ ୩ଜଣ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ପାଇଁ ଟିଏମସି କଂଗ୍ରେସ ଓ ବାମ ଦଳକୁ ଦାୟୀ କରିଛି। ଅନ୍ୟପକ୍ଷରେ ଭାରତୀୟ ଜନତା ପାର୍ଟି (ବିଜେପି) ଟିଏମସିର ଏଭଳି ଅଭିଯୋଗକୁ ଖଣ୍ଡନ କରି କହିଛି ଯେ ଏହି ବିସ୍ଫୋରଣ ପାର୍ଟି କାର୍ଯ୍ୟାଳୟ ଭିତରେ ଘଟିଛି। ଯେଉଁ ସମୟରେ ପାର୍ଟି କର୍ମଚାରୀମାନେ ଅଫିସ୍ ଭିତରେ ବୋମା ତିଆରି କରୁଥିଲେ। ବିସ୍ଫୋରଣ ପରେ ଉକ୍ତ ଅଞ୍ଚଳର ଅବସ୍ଥା ଉତ୍ତେଜନାପୂର୍ଣ୍ଣ ରହିଛି। ରାଜନୈତିକର୍ମୀଙ୍କ ମଧ୍ୟରେ ହିଂସା ଓ ସଂଘର୍ଷ ମଧ୍ୟ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ରକ୍ଷା ପାଇଁ ଏହି ଅଞ୍ଚଳରେ ବହୁ ସଂଖ୍ୟକ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଆସନ୍ତାକାଲି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!