Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଶୀତଳ ଷଷ୍ଠୀ : ମାତା ପାର୍ବତୀଙ୍କ ହାତ ଧରିବେ ମହାଦେବ

by ସଞ୍ଜୟ ସ୍ୱାଇଁ
May 31, 2025
in State
ଆଜି ଶୀତଳ ଷଷ୍ଠୀ : ମାତା ପାର୍ବତୀଙ୍କ ହାତ ଧରିବେ ମହାଦେବ
53
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ହନୁମାନ ନିଉତା ପରେ ଆଜି ଦେବ ବିବାହ । ଆଜି ବିଳମ୍ବିତ ରାତିରେ ଜଗତ ଜନନୀ ମା ପାର୍ବତୀଙ୍କ ହାତ ଧରିବେ ଦେବ ଦେବ ମହାଦେବ ସେଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଲାଣି ସମଗ୍ର ସମ୍ବଲପୁର ସହରl ଆଜି ପ୍ରଥମେ ଗଣ୍ଠାଳ ଫିଟା କାର୍ଯ୍ୟକ୍ରମ ପରେ ଚଳିତ ବର୍ଷର କନ୍ୟା ପିତାମାତା ମନ୍ଦିର ଆସି ମା ପାର୍ବତୀଙ୍କୁ ଘରକୁ ନେବେ। ଏହାପରେ କନ୍ୟା ପିତା ମାତାଙ୍କ ଘରେ ଜମିବ ତେଲ ହଳଦୀ କାର୍ଯ୍ୟକ୍ରମ। ତାପରେ ଆରମ୍ଭ ହେବ ଉତ୍ସବର ପରିବେଶ। ହଜାର ହଜାର କଳାକାରଙ୍କ ଭିଡ଼ରେ ପ୍ରକମ୍ପିତ ହେବ ସମ୍ବଲପୁର ସହର ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!