Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଲିମ୍ପିକ୍ସ ଆଗରୁ ଜଣେ ଖେଳାଳି ସମେତ ୫ କର୍ମଚାରୀ କରୋନା ଆକ୍ରାନ୍ତ

by ସଞ୍ଜୟ ସ୍ୱାଇଁ
July 17, 2021
in Sports
ଅଲିମ୍ପିକ୍ସ ଆଗରୁ ଜଣେ ଖେଳାଳି ସମେତ ୫ କର୍ମଚାରୀ କରୋନା ଆକ୍ରାନ୍ତ
41
VIEWS
Share on FacebookShare on Twitter

ଟୋକିଓ,(ବାଘୁଆବାର୍ତ୍ତା): ଜାପାନ ରାଜଧାନୀ ଟୋକିଓରେ ଆସନ୍ତା ୨୩ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି ଅଲିମ୍ପିକ୍ସ । ଅଲିମ୍ପିକ୍ସ ଆରମ୍ଭ ହେବା ଆଗରୁ ଟୋକିଓ ଉପରେ କୋଭିଡ୍-୧୯ ଆତଙ୍କ ଦେଖିବାକୁ ମିଳିଲାଣି । ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଜଣେ ଆଥଲେଟ୍ ଏବଂ ଅଲମ୍ପିକ୍ସର ୪ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏହାପରେ ଅଲିମ୍ପିକ୍ସ କ୍ୟାମ୍ପରେ କରୋନା ବ୍ୟାପୁଥିବା ଆଶଙ୍କା କରାଯାଉଛି । ସେମାନେ ଋଷର ଖେଳାଳିଙ୍କଠାରୁ ସଂକ୍ରମିତ ହୋଇଥିବା ଜଣାପଡିଛି । ଅଲିମ୍ପିକ୍ସରେ ଭାଗ ନେବାକୁ ଆସିଥିବା ଋଷର ରକ୍ବି ଟିମ୍ ଏବଂ ଜୁଡୋ ଖେଳାଳିଙ୍କ ମଧ୍ୟରେ କିଛି ଖେଳାଳି ପୂର୍ବରୁ ସଂକ୍ରମିତ ଥିଲେ ଏବଂ ସେମାନଙ୍କ ସଂସ୍ପର୍ଶରେ ଆସି ଆହୁରି ଅନ୍ୟ ଲୋକ ଏବଂ ଅଲିମ୍ପିକ୍ସ କର୍ମଚାରି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ପ୍ରତ୍ୟେକ ଆକ୍ରାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!