Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋକିଓ ଅଲମ୍ପିକ୍: ଭାରତ ପାଇଁ ପ୍ରଥମ ପଦକ ଆଣିଲେ ମୀରାବାଇ ଚାନୁ

by ସଞ୍ଜୟ ସ୍ୱାଇଁ
July 24, 2021
in Sports
ଟୋକିଓ ଅଲମ୍ପିକ୍: ଭାରତ ପାଇଁ ପ୍ରଥମ ପଦକ ଆଣିଲେ ମୀରାବାଇ ଚାନୁ
153
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଚଳିତ ବର୍ଷ ଟୋକିଓରେ ଚାଲିଥିବା ଅଲମ୍ପିକ୍ରେ ଭାରତକୁ ପ୍ରଥମ ପଦକ ମିଳିଛି । ଦେଶ ପାଇଁ ଗୌରବ ଆଣିଛନ୍ତି ମୀରାବାଇ ଚାନୁ । ଟୋକିଓ ଅଲମ୍ପିକ୍ରେ ଭାରୋତ୍ତୋଳନରେ ୪୯ କେଜି ବର୍ଗରରେ ଜିତିଛନ୍ତି ରୌପ୍ୟ ପଦକ । ମୀରାବାଇ ଚାନୁ ସ୍ନାଚରେ ୮୭ ଓ କ୍ଲିନ୍ ଆଣ୍ଡ ଜର୍କରେ ୧୧୫ କେଜି ଉଠାଇଥିଲେ । ମୀରାବାଈ ଚାନୁ ଇତିହାସ ରଚିଛନ୍ତି। ଅଲିମ୍ପିକ୍ସରେ ଭାରୋତ୍ତୋଳନକାରୀ ଭାବେ ରୌପ୍ୟ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ। ସେହିପରି କର୍ଣ୍ଣମ ମାଲେଶ୍ୱରୀଙ୍କ ପରେ ସେ ହେଉଛନ୍ତି ମୀରାବାଈ ଚାନୁ ହେଉଛନ୍ତି ଦ୍ୱିତୀୟ ଭାରୋତ୍ତୋଳନକାରୀ ଯିଏ ଦେଶ ପାଇଁ ଅଲିମ୍ପିକ୍ସରେ ମେଡାଲ ଜିତିଛନ୍ତି। ଏହା ପୂର୍ବରୁ ୨୦୦୦ ମସିହାରେ ଅନୁଷ୍ଠିତ ସିଡ୍ନୀ ଅଲିମ୍ପିକ୍ସରେ କର୍ଣ୍ଣମ ମାଲେଶ୍ୱରୀ ବ୍ରୋଞ୍ଜ ପଦକ ଜିତିଥିଲେ। ମୀରାବାଈ ଚାନୁ ୪୮ କେଜି ଓ ୮୭ କେଜି ଓଜନକୁ ସଫଳତାର ସହିତ ଉଠାଇ ଦେଇଥିଲେ। କିନ୍ତୁ ୮୯ କେଜି ଉଠାଇବାରେ ବିଫଳ ହୋଇଥିଲେ। ତେଣୁ ସ୍ନାଚ୍ ରାଉଣ୍ଡରେ ସେ ଦ୍ୱିତୀୟ ସ୍ଥାନରେ ରହି ଯାଇଥିଲେ। ଅନ୍ୟପକ୍ଷରେ କ୍ଲିନ୍ ଓ ଜର୍କରେ ୧୧୫ କେଜି ଓଜନ ଉଠାଇ ମୀରାବାଈ ଚାନୁ ଅଲିମ୍ପିକ୍ସରେ ନୂଆ ରେକର୍ଡ ସ୍ଥାପନ କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!