Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନନ୍ଦନକାନନରେ ପର୍ଯ୍ୟଟକ ହାତାହାତି

by ସଞ୍ଜୟ ସ୍ୱାଇଁ
May 29, 2025
in State
ନନ୍ଦନକାନନରେ ପର୍ଯ୍ୟଟକ ହାତାହାତି
16
VIEWS
Share on FacebookShare on Twitter

ବାଙ୍କୀ, (ବାଘୁଆବାର୍ତ୍ତା): ନନ୍ଦନକାନନରେ ପର୍ଯ୍ୟଟକ ହାତାହାତି। ରକ୍ତାକ୍ତ ହେଲେ ପର୍ଯ୍ୟଟକ। ଗତ ମଙ୍ଗଳବାର ଏହି ଘଟଣା ଘଟିଥିଲା ବୋଲି ଜଣାପଡ଼ିଛି। ଏହାର ଭିଜୁଆଲ ଏବେ ଭାଇରାଲ ହେବାରେ ଲାଗିଛି। କିଛି ପର୍ଯ୍ୟଟକ ପରସ୍ପର ମଧ୍ୟରେ ବାଡ଼ିଆ ପିଟା ହେବାରୁ ଜଣକର ମୁଣ୍ଡ ଫାଟି ଯାଇଥିଲା। ଏହି ଘଟଣା ପରେ ପ୍ରାଣୀ ଉଦ୍ୟାନରେ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନନ୍ଦନକାନନରେ ସୁରକ୍ଷା ପାଇଁ ଓଆଇଏସଏଫ୍ ସହ ସିକ୍ୟୁରିଟି ଗାର୍ଡ ନିୟୋଜିତ ଅଛନ୍ତି। । ଏ ସମ୍ପର୍କରେ ନନ୍ଦନକାନନର ଏସିଏଫ ମନସ୍ମିତା ମହାରଣା କହିଛନ୍ତି, ବ୍ୟାଟେରି ଗାଡ଼ିରେ ବସିବାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ବାଡି଼ଆବାଡ଼ି ଯାଏ କଥା ଯାଇଥିଲା। କିନ୍ତୁ ଉପସ୍ଥିତ କର୍ମଚାରୀ ଦେଖଣାହାରୀ ସାଜିଥିଲେ ବୋଲି ଅଭିଯୋଗ ହୋଇଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!