Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିପିସିଓଡିଏଲ୍ ଆରମ୍ଭ କଲା ସ୍ବତନ୍ତ୍ର ଆପ, ବିଦ୍ୟୁତ ଗ୍ରାହକମାନେ ମିଟର ରିଡିଂ କରି ବିଲ ପୈଠ କରିପାରିବେ,

by ସଞ୍ଜୟ ସ୍ୱାଇଁ
June 17, 2021
in Nayagarh
ଟିପିସିଓଡିଏଲ୍ ଆରମ୍ଭ କଲା ସ୍ବତନ୍ତ୍ର ଆପ, ବିଦ୍ୟୁତ ଗ୍ରାହକମାନେ ମିଟର ରିଡିଂ କରି ବିଲ ପୈଠ କରିପାରିବେ,
440
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଟାଟା ପାୱାର ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବୁସନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ସେଲ୍ଫ-ମିଟର ରିଡିଂ ଆପ୍-ଟିପିସିଓଡିଏଲ୍ ମିତ୍ରକୁ ଉନ୍ମୋଚନ କରାଯାଇଛି । ଏହା ଜରିଆରେ ଗ୍ରହକମାନଙ୍କ ନିଜେ ନିଜର ମିଟର ରିଡିଂ ସ୍କାନ୍ କରିବା ସହ ଅନଲାଇନରେ ପେମେଣ୍ଟ କରିପାରିବେ । ଏହି ସେବା ପାଇଁ ଗ୍ରାହକମାନଙ୍କୁ ପ୍ରଥମେ ସେଲ୍ଫ ମିଟର ରିଡିଂ ସେବା ପାଇଁ ପଂଜୀକରଣ କରିବାକୁ ପଡ଼ିବ । ଏହା ପରେ ଗ୍ରାହକମାନେ ନିଜର ସ୍ମାର୍ଟଫୋନକୁ ବ୍ୟବହାର କରି ମିଟରର ସଦ୍ୟତମ ରିଡିଂ ଜାଣିପାରିବେ ଓ ଆପରେ ତାହାକୁ ଦର୍ଶାଇ ବିଲ୍ ସୃଷ୍ଟି କରିପାରିବେ । ଥରେ ବିଲ୍ ସୃଷ୍ଟି ହେବା ପରେ ଆପ ମାଧ୍ୟମରେ ଅନଲାଇନେର ପେମେଣ୍ଟ କରିପାରିବେ । ଏହା ବ୍ୟତୀତ ଗ୍ରାହକମାନେ ଚୋରି ସମସ୍ୟା ବିଷୟରେ ଅବଗତ କରିପାରିବେ କିମ୍ବା ଟିପିସିଓଡିଏଲ୍ ମିତ୍ର ଆପ୍ ଜରିଆରେ ବିଦ୍ୟୁତ କାଟ ସୂଚନା ପାଇପାରିବେ । ଏହାର ଉନ୍ମୋଚନ ଅବସରରେ କମ୍ପାନିର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଏମ୍ ସେନବାଗମ କହିଛନ୍ତି ଯେ, “ଏକ ଗ୍ରାହକ କୈନ୍ଦ୍ରୀକ ସଂସ୍ଥା ଭାବେ ଆମର ଗ୍ରାହକମାନଙ୍କୁ ସର୍ବାଧିକ ସୁବିଧା ପ୍ରଦାନ କରିବାକୁ ଆମେ ପ୍ରତିବଦ୍ଧ । ଏଭଳି ମୂଲ୍ୟ ଯୁକ୍ତ ସେବା ଜରିଆରେ ଗ୍ରାହକମାନଙ୍କୁ ସଶକ୍ତ କରିବା ଉଦ୍ୟମର ପ୍ରତିଫଳନ ହେଉଛି ସେଲ୍ଫ-ମିଟର ରିଡିଂ ଆପ୍ । ଆଗାମୀ ଦିନରେ ଆମେ ଏଭଳି ଆହୁରି ଅଧିକ ସେବା ଉନ୍ମୋଚନ ଜାରି ରଖିବୁ ।’’

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!