Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନ ଭିତରକୁ ମାଡ଼ିଗଲା ଟ୍ରାକ୍ଟର

by ସଞ୍ଜୟ ସ୍ୱାଇଁ
April 20, 2025
in Accident, State
ଦୋକାନ ଭିତରକୁ ମାଡ଼ିଗଲା ଟ୍ରାକ୍ଟର
44
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ପାନ ଦୋକାନ ଭିତରକୁ ମାଡିଗଲା ଟ୍ରାକ୍ଟର। ଡ୍ରାଇଭରର ବେପରୁଆ ଗାଡ଼ି ଚାଳନା ଲାଗି ପାନ ଦୋକାନ ଭିତରକୁ ମାଡ଼ିଗଲା ଟ୍ରାକ୍ଟର। ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ। କଟକ ଜିଲ୍ଲା ସାଲେପୁର ଥାନା ଜପକୁଦ ଫାଣ୍ଡି ଜପକୁଦ ବଜାରରେ ଏଭଳି ଘଟଣା ଘଟିଛି । ଖବର ଅନୁଯାୟୀ, ଜପକୁଦ ବଜାରରେ ସୁଶୀଲ ଚନ୍ଦ୍ର ମିଶ୍ରଙ୍କ ପାନ ଦୋକାନ ଭିତରକୁ ଏକ ଟ୍ରାକ୍ଟରଟି ମାଡି ଯାଇଥିଲା। ପାନ ଦୋକାନ ଭାଙ୍ଗିଯାଇଥିଲା ବେଳେ ଅଳ୍ପକେ ବର୍ତ୍ତିଯାଇଥିଲେ ସୁଶୀଲ ଓ ଅନ୍ୟମାନେ। ତେବେ ଡ୍ରାଇଭରର ବେପାରୁଆ ଚାଳନା ଲାଗି ଟ୍ରାକ୍ଟରଟି ପାନ ଦୋକାନ ଭିତରକୁ ମାଡି ଯାଇଥିବାର ସୂଚନା ମିଳିଛି। ଦୁର୍ଘଟଣା ସଂପର୍କରେ ଖବର ପାଇ ସାଲେପୁର ଏବଂ ଜପକୁଦ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି କାଗଜପତ୍ର ଯାଞ୍ଚ କରୁଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!