Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ଅଧିକାରୀଙ୍କ ଗାଡ଼ିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରାକ୍ଟର, ବର୍ତ୍ତିଲେ ୫ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
May 15, 2025
in Accident, State
ଖଣି ଅଧିକାରୀଙ୍କ ଗାଡ଼ିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରାକ୍ଟର, ବର୍ତ୍ତିଲେ ୫  କର୍ମଚାରୀ
23
VIEWS
Share on FacebookShare on Twitter

ଜଳେଶ୍ଵର, (ବାଘୁଆବାର୍ତ୍ତା): ବାଲେଶ୍ଵର ଜିଲ୍ଲାର ଜଳେଶ୍ଵରରେ ଖଣି ବିଭାଗର ଏନଫୋର୍ସମେଣ୍ଟ ଟିମର ଗାଡ଼ିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରାକ୍ଟର । ଅଳ୍ପକେ ବର୍ତ୍ତିଲେ ୫ଜଣ କର୍ମଚାରୀ । ସୁବର୍ଣ୍ଣରେଖା ନଦୀରୁ ବେଆଇନ ବାଲି ଉତ୍ତୋଳନ ଅଭିଯୋଗ ପାଇ ଜିଲ୍ଲା ଖଣି ଅଧିକାରିଣୀ ନିର୍ଦ୍ଦେଶ କ୍ରମେ ଏକ ସ୍ଵତନ୍ତ୍ର ଟିମ୍ ଜଳେଶ୍ଵରର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଏହି ଟିମରେ ଜଳେଶ୍ୱର ଜୁନିଅର ଖଣି ଅଧିକାରୀ ଜିତେନ୍ଦ୍ର କୁମାର ଦାସ , ଭୋଗରାଇ ଜୁନିଅର ଖଣି ଅଧିକାରୀ ସତ୍ୟ ଚିନ୍ମୟ ଜେନା, ସୋର ଜୁନିଅର୍ ଖଣି ଅଧିକାରୀ ଜଗନ୍ନାଥ ଦାସ ଓ ପର୍ଶୁରାମ ଜେନା ସାମିଲ ରହିଛନ୍ତି । ତେବେ ଗତ ବିଳମ୍ବିତ ରାତିରେ ସୁବର୍ଣ୍ଣରେଖାରୁ ଚୋରା ବାଲି ଉତ୍ତୋଳନ ହେଉଥିବା ଖବର ପାଇ ରେଡ୍ ପାଇଁ ବାହାରି ଥିଲା ଖଣିବିଭାଗ ଟିମ୍ । ପଥରପୁରା ଠାରେ ଖଣିବିଭାଗର ସ୍ଵତନ୍ତ୍ର ଟିମର ଗାଡ଼ିକୁ ଏକ ବାଲି ବୋଝେଇ ଟ୍ରାକ୍ଟର ଆଗରୁ ଧକ୍କା ଦେଇଥିଲା । ଗାଡ଼ିରେ ଥିବା ୫ ଜଣ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!