Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତଟ ରେଳପଥ ମଧ୍ୟ ଦେଇ ଚାଲିବ ଆଉ ୨ଟି ଟ୍ରେନ

by ସଞ୍ଜୟ ସ୍ୱାଇଁ
June 17, 2021
in Nayagarh
୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’
216
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ପୂର୍ବତଟ ରେଳପଥ ମଧ୍ୟଦେଇ ଉତ୍ତର ପୂର୍ବାଞ୍ଚଳରୁ ଦକ୍ଷିଣ ଭାରତକୁ ଦୁଇଟି ବିଶେଷ ଟ୍ରେନ ଚଳାଚଳ କରିବାକୁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ସୀଲଚାର-କୋଏମ୍ବାଟୁର-ସୀଲଚର ବିଶେଷ ଟ୍ରେନ (୦୨୫୧୬/୦୨୫୧୫) ସୀଲଚରରୁ ଜୁନ୍‌ ୨୨ରୁ ପ୍ରତ୍ୟେକ ମଙ୍ଗଳବାର ରାତି ୮ଟା ୧୦ରେ ଛାଡ଼ିବାକୁ ଥିବା ବେଳେ ଜୁନ୍‌ ୨୭ରୁ କୋଏମ୍ବାଟୁରରୁ ପ୍ରତ୍ୟେକ ରବିବାର ରାତି ୯ଟା ୪୫ରେ ଛାଡ଼ିବ। ଏହି ଟ୍ରେନ ଗୌହାଟୀ, ନ୍ୟୁ ଜଲପାଇଗୁଡି, ରାମପୁର ହାଟ, ଡାଙ୍କୁଣୀ, ଖଡଗ୍‌ପୁର, ଭୁବନେଶ୍ବର, ବିଶାଖାପାଟଣା, ବିଜୟୱାଡା, ଆରାକୋନମ୍, ସାଲେମ୍ ସହିତ ଗୁରୁତ୍ବପୂର୍ଣ୍ଣ ଷ୍ଟେସନଗୁଡ଼ିକରେ ରହିବ। ସୀଲଘାଟ-ତାମ୍ବରମ-ସୀଲଘାଟ ବିଶେଷ ଟ୍ରେନ (୦୫୬୩୦/୦୫୬୨୯) ଜୁନ୍‌ ୨୫ରୁ ସୀଲଘାଟରୁ ପ୍ରତି ଶୁକ୍ରବାର ପୂର୍ବାହ୍ନ ୧୦ଟା ୫ରେ ଛାଡ଼ିବାକୁ ଥିବା ବେଳେ ତାମ୍ବରମରୁ ଜୁନ୍‌ ୨୮ରୁ ପ୍ରତି ସୋମବାର ସନ୍ଧ୍ୟା ୬ଟା ୫୫ରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଚଳାଚଳ କରିବ। ଗୌହାଟୀ, ନ୍ୟୁ ଜଲପାଇଗୁଡି, ରାମପୁର ହାଟ, ଆସାନସୋଲ, ଟାଟା, ହିଜଲି, ଭୁବନେଶ୍ବର, ବିଶାଖାପାଟଣା, ବିଜୟୱାଡା, ଚେନ୍ନାଇ ଏଗମୋର୍ ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଷ୍ଟେସନଗୁଡ଼ିକରେ ରହଣି କରିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!