Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲେଭଲ୍ କ୍ରସିଂ ପାର ବେଳେ ଧକ୍କା ଦେଲା ଟ୍ରେନ୍, ୩ ମୃତ

by ସଞ୍ଜୟ ସ୍ୱାଇଁ
August 30, 2021
in Accident, State
ଲେଭଲ୍ କ୍ରସିଂ ପାର ବେଳେ ଧକ୍କା ଦେଲା ଟ୍ରେନ୍, ୩ ମୃତ
140
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଧକ୍କା ଦେଲା ଟ୍ରେନ୍ । ଲେଭଲ୍ କ୍ରସିଂ ପାର ବେଳେ ଦୁର୍ଘଟଣା । ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବ୍ରହ୍ମପୁରର ହଳଦିଆପଦର ଲେଭଲ୍ କ୍ରସିଂରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ । ବିଶାଖା-ଟାଟନଗର ଟ୍ରେନ୍ ଧକ୍କାରେ ସେମାନଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ମୃତକମାନେ ଶ୍ରମିକ ଶ୍ରେଣୀର ବୋଲି ଜଣାପଡିଛି । ତେବେ ସେମାନଙ୍କର ପରିଚୟ ମିଳିପାରିନାହିଁ । ଲୋକଙ୍କ କହିବା ଅନୁସାରେ, ଗତକାଲି ରାତି ୧୧ଟାରୁ ୧୨ଟା ଭିତରେ କିଛି ଶ୍ରମିକ ଶ୍ରେଣୀର ଲୋକ ଜିନିଷପତ୍ର ଧରି ରେଳ ଲାଇନରେ ଯାଉଥିଲେ । ଲେଭଲ୍ କ୍ରସିଂ ପାରି ହେବା ବେଳେ ପଛରୁ ଟ୍ରେନ୍ ଆସୁଥିବା ଜାଣି ପାରିନଥିଲେ । ଦ୍ରୁତଗତିରେ ଆସୁଥିବା ବିଶାଖା-ଟାଟନଗର ଟ୍ରେନ୍ ସେମାନଙ୍କୁ ଧକ୍କା ଦେଇଥିଲା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଜିଆରପି । ସେମାନଙ୍କ ପରିଚୟ ଖୋଜିବା ସହ ଅଧିକ ଖୋଳତାଡ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!