Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଲୱେ ଲାଇନ ଲେବଲ କ୍ରସିଂ ନିକଟରେ ଜଣେ ଯୁବକ ଟ୍ରେନରେ କଟି ପ୍ରାଣ ହରାଇଛନ୍ତି

by ସଞ୍ଜୟ ସ୍ୱାଇଁ
September 13, 2021
in Crime, State
ରେଲୱେ ଲାଇନ ଲେବଲ କ୍ରସିଂ ନିକଟରେ ଜଣେ ଯୁବକ ଟ୍ରେନରେ କଟି ପ୍ରାଣ ହରାଇଛନ୍ତି
242
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ଲଖନା ଥାନା ମୁରଳିବାହାଳି ଗାଁ ନିକଟ ରେଲୱେ ଲାଇନ ଲେବଲ କ୍ରସିଂ ନିକଟରେ ଜଣେ ଯୁବକ ଟ୍ରେନରେ କଟି ପ୍ରାଣ ହରାଇଛନ୍ତି । ମୃତକ ଯୁବକ ଜଣକ କୋମନା ଥାନା କାଣ୍ଡେତରା ଗାଁର ପୁସ୍ତମ ସତନାମୀ(୨୮) ବୋଲି ଜଣା ପଡ଼ିଛି । ଆଜି ସକାଳୁ ମୁରଳିବାହାଳି ଗାଁ ରେଲୱେ ଲେବଲ କ୍ରସିଂ ନିକଟରେ ଟ୍ରେନରେ କଟି ମୁଣ୍ଡ ଗଣ୍ଡି ଅଲଗା ହୋଇ ପୁସ୍ତମଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ଏନେଇ ସ୍ଥାନୀୟ ଲୋକେ ରେଲୱେ ପୁଲିସକୁ ଖବର ଦେବାରୁ ଟିଟିଲାଗଡ଼ ରେଲୱେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନେଇଥିଲେ । ତେବେ ପୁସ୍ତମ କାହିଁକି ଆତ୍ମହତ୍ୟା କରିଛନ୍ତି ନା କିଏ ତାଙ୍କୁ ହତ୍ୟା କରି ଟ୍ରେନ ଧାରଣାରେ ଫିଙ୍ଗି ଦେଇଛି ତାହା ସ୍ପଷ୍ଟ ହୋଇ ପାରିନାହିଁ । ତେବେ ଘଟଣାର ବିଭିନ୍ନ ଦିଗକୁ ନେଇ ରେଲୱେ ପୁଲିସ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!