Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

by ସଞ୍ଜୟ ସ୍ୱାଇଁ
May 29, 2021
in Feature News
୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’
248
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳ ଷ୍ଟେସନ ନିକଟରେ ଏକ ଦୁଃଖଦ ଘଟଣା ଘଟିଛି । ଆଜି ଅପରାହ୍ଣ ସାଢ ଗୋଟାଏ ବେଳେ ଜଣେ ମା’ ନିଜର ୩ ବର୍ଷର ଶିଶୁପୁତ୍ର ସହ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛି । ସଂପୃକ୍ତ ମହିଳା ଜଣକ ନିକଟରେ ଥିବା ଦୁଧହଂସା ଗାଁର ବୋଲି ଜଣାପଡ଼ିଛି । ଜିଆରପି ଉଭୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିଲେ ମଧ୍ୟ ପାରିବାରିକ କହଳ କାରଣରୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସ୍ଥାନୀୟ ଲୋକ କହୁଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!