Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନ୍କୁ ପଥର ମାଡ, ଜଣେ ଆହତ

by ସଞ୍ଜୟ ସ୍ୱାଇଁ
June 2, 2025
in State
ଟ୍ରେନ୍କୁ ପଥର ମାଡ, ଜଣେ ଆହତ
52
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଦୁର୍ଗ-ପୁରୀ ଏକ୍ସପ୍ରେସକୁ ପଥର ମାଡ ହୋଇଛି । ଏଥିରେ ଜଣେ ଯାତ୍ରୀ ଆହତ ହେଇଛନ୍ତି । ଘଟଣା ପରେ ଆରପିଏଫ ତଦନ୍ତ ଚଳାଇଛି। ରବିବାର ଟ୍ରେନ୍ଟି ଡୁଙ୍ଗୁରିପାଲି ଷ୍ଟେସନ ଛାଡିବା ପରେ କେହି ଦୁର୍ବୃତ୍ତ ଟ୍ରେନ୍କୁ ପଥର ମାଡ କରିଥିଲା। ଏଥିରେ ଟ୍ରେନ୍ର ଏସ ୩ କୋଚ୍ର ଦୁଇଟି କାଚ ଭାଙ୍ଗିବା ସହ ଜେନେରାଲ କୋଚ୍ର ଜଣେ ଯାତ୍ରୀଙ୍କୁ ମଧ୍ୟ ପଥର ବାଜିଛି । ଫଳରେ ଯାତ୍ରୀ ଜଣକ ଆହତ ହୋଇଛନ୍ତି । ଖବର ପାଇ ଆରପିଏଫ ପହଞ୍ଚି ତଦନ୍ତ ଚଳାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!