Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

by ସଞ୍ଜୟ ସ୍ୱାଇଁ
May 24, 2026
in Nayagarh
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ
376
VIEWS
Share on FacebookShare on Twitter

 ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟର ୧୮ଜଣ ଆଇପିଏସ୍ ଓ ଓପିଏସ୍ ମାନଙ୍କୁ ବିଭିନ୍ନ୍ ବିଭାଗ ଓ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ନୟାଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଆଇପିଏସ୍ ଏସ ସୁଶ୍ରୀଙ୍କୁ ଭିଜିଲାନ୍ସ ବିଭାଗର ଆରକ୍ଷୀ ଅଧିକ୍ଷକ ଭାବେ ବଦଳି କରାଯାଇଥିବା ବେଳେ ୨୦୧୩ ବ୍ୟାଚର ଆଇପିଏସ୍ ପରମାର ସ୍ମିତ ପୁରୁଷୋତ୍ତମ ଦାସଙ୍କୁ ନୟାଗଡ଼ ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ନିଯୁକ୍ତ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!