Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳକକୁ ଥାର୍ଡ ଡିଗ୍ରୀ ଘଟଣାରେ ବଦଳିଲେ ଥାନା ଆଇଆଇସି ଜ୍ୟୋସ୍ନାରାଣୀ

by ସଞ୍ଜୟ ସ୍ୱାଇଁ
August 5, 2022
in Crime, State
ନାବାଳକକୁ ଥାର୍ଡ ଡିଗ୍ରୀ ଘଟଣାରେ ବଦଳିଲେ ଥାନା ଆଇଆଇସି ଜ୍ୟୋସ୍ନାରାଣୀ
70
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ସଦର ଥାନାରେ ନାବାଳକଙ୍କୁ ଥାର୍ଡ ଡିଗ୍ରୀ ଘଟଣାରେ କାର୍ୟ୍ୟାନୁଷ୍ଠାନ । ବଦଳିଲେ ସଦର ଥାନା ଅଧିକାରୀ ଜ୍ୟୋସ୍ନାରାଣୀ ବେହେରା । ଜ୍ୟୋସ୍ନାରାଣୀଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ଏହି ଘଟଣାରେ ଅତିରିକ୍ତ ଏସ୍‌ପି ତପନ ମହାନ୍ତି ତଦନ୍ତ କରୁଥିବା ବେଳେ ପ୍ରାଥମିକ ପର୍ୟ୍ୟାୟରେ ତାଙ୍କୁ ବଦଳି କରାଯାଇଛି । ଜଣେ ନାବାଳକକୁ ୬ ଦିନ ଧରି ଥାର୍ଡ ଡିଗ୍ରୀ ଦିଆଯାଇଥିବା ଅଭିଯୋଗ ହୋଇଥିଲା । ଜଣେ ଚଷମା ପିନ୍ଧା ଲେଡି ଅଫିସର ବାଡି ଓ ପାଇପ୍ ସାହାଯ୍ୟରେ ନାବାଳକକୁ ପ୍ରତିଦିନ ମାଡ ମାରି ଚାଲୁଥିଲେ । ଏନେଇ ସିଡବ୍ଲୁସିର ହସ୍ତକ୍ଷେପ ପରେ ପୋଲିସ ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!