Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଡୁମୀ ସେନାର ବୃକ୍ଷରୋପଣ କାର୍ୟ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
July 14, 2021
in Literature, State
କୁଡୁମୀ ସେନାର ବୃକ୍ଷରୋପଣ କାର୍ୟ୍ୟକ୍ରମ
18
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ଜଙ୍ଗଲ ନଷ୍ଟ ସାଙ୍ଗକୁ ବେଆଇନ ଗଛକଟା ଏବେ ସିଧାସଳଖ ମଣିଷ ସମାଜ ଉପରେ ପଡ଼ୁଛି। କରୋନା କାଳରେ ଅମ୍ଳଜାନ ସ୍ତର କମ୍ ଯୋଗୁଁ ଅନେକ ଲୋକଙ୍କ ମୃତ୍ୟୁ ଘଟି ସାରିଲାଣି । ଗଛ ଲଗାଇ ଅମ୍ଳଜାନ ସ୍ତର ବୃଦ୍ଧି ପାଇ ଏବେ କୁଡୁମି ସେନା ଅଣ୍ଟା ଭଡିଛି।ରାଜ୍ୟର ୯ ଜିଲ୍ଲାରେ ଥିବା ୨୫ ଲକ୍ଷରୁ ଉର୍ଦ୍ଧ୍ବ କୁଡୁମୀ ଜାତିର ଲୋକେ ବସବାସ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ୯ଟି ଜିଲ୍ଲାର ବିଭିନ୍ନ ଗ୍ରାମ ଆଉ ପଞ୍ଚାୟତକୁ ସବୁଜ ବନାନୀ କରିବା ଉଦ୍ଦେଶ୍ୟରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ କଣ୍ଟିଆପଡା ପଞ୍ଚାୟତ ବଲାଣିପଶି ଗ୍ରାମରେ ଥିବା ଉଚ୍ଚ ବିଦ୍ୟାଳୟର ପରିସରରୁ ଶୁଭାରମ୍ଭ ହୋଇଥିଲା । ପାଟଣା ଚମ୍ପୁଆ ସାହାରପଡା ଅଞ୍ଚଳରେ କୁଡୁମୀ ସେନାର ରାଜ୍ୟ ସଭାପତି ଦିବ୍ୟସିଂ ମହାନ୍ତ ଏବଂ ଉପସଭାପତି ମିତ୍ରଭାନୁ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ୟ୍ୟକ୍ରମ ଚାଲିଥିବା ବେଳେ ରାଜ୍ୟର ୯ ଜିଲ୍ଲାରେ ଏହି ବୃକ୍ଷ ରୋପଣ କାର୍ୟ୍ୟକ୍ରମ କରାଯିବାକୁ ନିଷ୍ପତ୍ତି ନେଇଛି କୁଡୁମୀ ସେନା।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!