Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଙ୍ଗଳପାକନା ଘାଟିରେ ଓଲଟିଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
April 18, 2025
in Accident, State
ଲଙ୍ଗଳପାକନା ଘାଟିରେ ଓଲଟିଲା ଟ୍ରକ୍
86
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲଙ୍ଗଳପାକନା ଘାଟିରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ଲୁହା ବୋଝେଇ ଟ୍ରକ୍ । ଗାଡି ଭିତରେ ଚାପି ହୋଇ ରହିଛି ଡ୍ରାଇଭର । ଡ୍ରାଇଭର ଜୀବିତ ଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩୨୬ ନମ୍ୱର ଜାତୀୟ ରାଜପଥ ବୈପାରୀଗୁଡା ଥାନା ଅନ୍ତର୍ଗତ ଲଙ୍ଗଳପାକନା ଘାଟିରେ ଏଭଳି ଘଟଣା ଘିଟିଛି । ସୂଚନା ମୁତାବକ, ଲୁହା ବୋଝେଇ ଟ୍ରକ୍‌ଟି ରାଇଘର ଠାରୁ ତାଲିମନାଡୁ ଅଭିମୁଖେ ଯାଉଥିଲା ଆସୁଥିଲା । ଏହି ସମୟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି । ଲଙ୍ଗଳପାକନା ଘାଟିରେ ଟ୍ରକ୍‌ଟି ଓଲଟି ପଡ଼ିଥିଲା । ଗାଡ଼ି ଭିତରେ ଡ୍ରାଇଭର ଚୋପି ହୋଇ ରହିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ରେଢାଖୋଲ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଁଞ୍ଚିଛି । ଜେସିବି ମେସିନ ଏବଂ କଟର ସାହାଯ୍ୟରେ କାଟି ଗାଡ଼ି ଭତରୁ ଡ୍ରାଇଭରକୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଅଗ୍ନିଶମ ବାହିନୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!