Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଭର ବ୍ରିଜ ଉପରୁ ଖସି ପଡ଼ିଲା ଦୁଇଟି ଟ୍ରକ

by ସଞ୍ଜୟ ସ୍ୱାଇଁ
February 26, 2025
in Accident, State
ଓଭର ବ୍ରିଜ ଉପରୁ ଖସି ପଡ଼ିଲା ଦୁଇଟି ଟ୍ରକ
23
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଓଭର ବ୍ରିଜ ଉପରୁ ଖସି ପଡ଼ିଲା ଦୁଇଟି ଟ୍ରକ। ୧୬ ନମ୍ୱର୍ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଘଟିଛି ଏଭଳି ଘଟଣା। ଛିଡ଼ା ହୋଇଥିବା କଣ୍ଟେନରକୁ ଧକ୍କା ଦେବା ଫଳରେ ଘଟିଛି ଏଭଳି ଅଘଟଣ। । ଏଥିରେ ଥିବା ୩ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କଣ୍ଟେନରରେ ବହୁ ମୂଲ୍ୟବାନ ବିଦ୍ୟୁତ ସାମଗ୍ରୀ, ଏକ ବଡ ଡିଜି ଭର୍ତ୍ତି ହୋଇ ଠିଆ ହୋଇଥିଲା ବେଳେ ବାଲି ବୋଝେଇ ଟ୍ରକ ଆସି ପଛରୁ କଣ୍ଟେନରକୁ ଧକ୍କା ଦେଇଥିଲା। ଭୀଷଣ ଶବ୍ଦ ହେବା ସହ ଦୁଇଟି ଗାଡି ତଳକୁ ଖସି ପଡିଥିଲା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!