Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ତଳକୁ ପଲଟିଲା ଥଣ୍ଡା ବୋଝେଇ ଟ୍ରକ

by ସଞ୍ଜୟ ସ୍ୱାଇଁ
March 13, 2021
in Accident, Nayagarh
ରାସ୍ତା ତଳକୁ ପଲଟିଲା ଥଣ୍ଡା ବୋଝେଇ ଟ୍ରକ
674
VIEWS
Share on FacebookShare on Twitter

ନୟାଗଡ଼଼,(ବାଘୁଆବାର୍ତ୍ତା); ନୂଆଗାଁ ପଞ୍ଚୁପାଣ୍ଡବ ନିକଟମନ୍ଦିର ପାଖ ଦେଇ ଯାଇଥିବା ୫୭ନଂ ଜାତୀୟ ରାଜପଥରେ ଏକ ଥଣ୍ଡା ବୋଝେଇ ଟ୍ରକ୍ ଗଛକୁ ଧକ୍କା ଦେଇ ରାସ୍ତା ତଳକୁ ପଲଟିଥିବା ଦେଖିବାକୁ ମିଳିଛି । ସୂଚନାନୁସାରେ, ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ଦେଇ ଥଣ୍ଡା ବୋଝେଇ ଟ୍ରକ ନଂ (ଓଡି୦୭ ଏଚ ୬୪୮୫)ରେ ଖୋର୍ଦ୍ଧରୁ ଥଣ୍ଡା ନେଇ ରାୟପୁର ଯାଉଥିବା ବେଳେ ନୂଆଗାଁ ଥାନା ଅନ୍ତର୍ଗତ ପଞ୍ଚୁପାଣ୍ଡବ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେବା ସହିତ ରାସ୍ତା ତଳକୁ ଟ୍ରକଟି ପଲଟି ଥିବା ଜଣାପଡିଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଟ୍ରକ ଚାଳକ ଗାଡ଼ି ଛାଡି ଫେରାର ହୋଇଯାଇଛି । ତେବେ ଘଟଣାସ୍ଥଳରେ ନୂଆଗାଁ ପୁଲିସ ପହଞ୍ôଚଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!