Wednesday, July 9, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍-ବାଇକ୍ ଧକ୍କା, ୨ ଗୁରୁତର

by ସଞ୍ଜୟ ସ୍ୱାଇଁ
October 31, 2024
in State
ପାର୍କିଂ ହୋଇଥିବା ଟ୍ରକକୁ ଧକ୍କା ଦେଲା ବସ୍, ୩ ମୃତ
34
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ବିଜୁ ଏକ୍ସପ୍ରେସ ୱେ କନ୍ଦାବାହାଲ ନିକଟରେ ଟ୍ରକ୍- ବାଇକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରିଛନ୍ତି। ଆହତ ଦ୍ବୟ କନ୍ଦାବାହାଲର ବୋଲି କୁହାଯାଉଛି। ଗୁରୁବାର ପୂର୍ବାହ୍ନ ୧୧ଟାରେ ସୁନ୍ଦରଗଡ଼ ପଟୁ ଦୁଇ ବାଇକ୍ ଆରୋହୀ ଝାରସୁଗୁଡ଼ା ଯାଉଥିଲେ। ରାସ୍ତାରେ ଏକ ଟ୍ରକ୍‌କୁ ଓଭରଟେକ୍ କଲାବେଳେ ବାଇକ୍ ଟ୍ରକ୍ ଦେହରେ ପିଟି ହେବାରୁ ଦୁହେଁ ରାସ୍ତାରେ ଛିଟକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଆହତ ଦ୍ବୟଙ୍କୁ ଉଦ୍ଧାର କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଟ୍ରକ୍ ଏବଂ ବାଇକ୍ ଜବତ କରିଛି।

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025
ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

July 1, 2025
ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

June 28, 2025
ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

June 28, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!