Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍‌କୁ ପିଟିଲା ବସ୍, ୪ ଓଡ଼ିଆ ମୃତ

by ସଞ୍ଜୟ ସ୍ୱାଇଁ
January 10, 2025
in Accident, State
ଟ୍ରକ୍‌କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି। କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍ । ବସ୍‌ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା। ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍‌ଟି ତାହାକୁ ପଛ ପଟୁ ପିଟିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ଆଉ କିଛି ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!