Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ

by ସଞ୍ଜୟ ସ୍ୱାଇଁ
February 23, 2025
in Accident, State
ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ
19
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରିନି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ସାଇକେଲରେ ଆସୁଥିବା ବେଳେ ତାଙ୍କୁ ଏକ ଟ୍ରକ ଧକା ଦେବା ଫଳରେ ସେ ତଳେ ପଡିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଆଉ ଏକ ଟ୍ରକ ଚଢି ଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇ ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପଟେ ଦୁର୍ଘଟଣା ପରେ ରାସ୍ତାରେ ଭିଡ଼ ଜମିଥିଲା । ଏମିତିକି କିଛି ସମୟ ଯାଏଁ ରାସ୍ତା ଉପରେ ଗାଡି ମୋଟର ଜମି ରହିଥାଏ । ଶେଷରେ ପୋଲିସ ନିଜ ପିସିଆର ଭ୍ୟାନ ଯୋଗେ ଶବ ବ୍ୟବଛେଦ ପାଇଁ ମୃତ ଶରୀରକୁ କ୍ୟାପିଟାଲ ହସ୍ପିଟାଲ ନେଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!