Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍‌କୁ ପଛପଟୁ ପିଟିଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
January 26, 2025
in Accident, Nayagarh, State
ଟ୍ରକ୍‌କୁ ପଛପଟୁ ପିଟିଲା ଟ୍ରକ୍
186
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ଏହି ଦୁର୍ଘଟଣାରେ ଭବାନୀପାଟଣା ଅଞ୍ଚଳର ୧୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଇଟାମାଟି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଖୋର୍ଦ୍ଧାରୁ ଡ୍ୟାନ୍ସ ପ୍ରୋଗ୍ରାମ୍ ସାରି ୧୪ ଜଣ ଯାତ୍ରୀ ଏକ ଟ୍ରକ୍‌ରେ ଫେରୁଥିଲେ । ଫେରିବା ବେଳେ ରାସ୍ତାରେ ଘନ କୁହୁଡ଼ି ଥିଲା । ଏହି ସମୟରେ ଡ୍ରାଇଭର୍ର ଆଖି ଲାଗି ଯାଇଥିଲା । ଫଳରେ ଟ୍ରକ୍‌ଟି ଆଉ ଏକ ଟ୍ରକ୍ ପଛରେ ପିଟି ହୋଇଥିଲା । ଏହି ଦୁର୍ଘଟଣା ଫଳରେ ଗାଡ଼ିରେ ଥିବା ୧୪ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଏହା ସହ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ଭୁବନେଶ୍ବର ସ୍ଥାନାନ୍ତର କରଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!