Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୋମବାର ଭାରତ ଆସିବେ ଟ୍ରମ୍ପ

by ସଞ୍ଜୟ ସ୍ୱାଇଁ
February 23, 2020
in Breaking, NATIONAL NEWS
ସୋମବାର ଭାରତ ଆସିବେ ଟ୍ରମ୍ପ
9
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା ବ୍ୟୁରୋ) : ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ସୋମବାର ଓ ମଙ୍ଗଳବାର ଦୁଇ ଦିନିଆ ଭାରତ ଗ୍ରସ୍ତରେ ଆସିବେ । ୨୪ ତାରିଖ ସୋମବାର ସେ ଅହମ୍ମବାଦ ଏବଂ ତାଲମହଲ ଯିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୨୫ ତାରିଖ ଦିଲ୍ଲୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି । ଭାରତର ନିର୍ମାଣ ହେଉଥିବା ସର୍ବ ବୃହତ ମେଟୋରା ଷ୍ଟାଡିୟମ ଉଦଘାଟନ କାର୍ଯ୍ୟକ୍ରମରେ ଟ୍ରମ୍ପ ଯୋଗ ଦେବାର ରହିଛି । ଗ୍ରସ୍ତ ପୂର୍ବରୁ ଟ୍ରମ୍ପ ଭାରତରେ ଥିବା ତାଙ୍କ ମିତ୍ରଙ୍କୁ ଭେଟିବାକୁ ସେ ଆତୁର ଥିବା ଟ୍ୟୁଟର ଯୋଗ କହିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!