Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ୟୁଟରକୁ କେନ୍ଦ୍ରର ଅନ୍ତିମ ଚେତାବନୀ

by ସଞ୍ଜୟ ସ୍ୱାଇଁ
June 5, 2021
in NATIONAL NEWS
ଟ୍ୟୁଟରକୁ କେନ୍ଦ୍ରର ଅନ୍ତିମ ଚେତାବନୀ

FILE - This April 26, 2017, file photo shows the Twitter app icon on a mobile phone in Philadelphia. Twitter announced Monday, May 11, 2020, it will warn users with a label when a tweet contains disputed or misleading information about the coronavirus. (AP Photo/Matt Rourke, File)

86
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ନୂତନ ନିୟମ ପାଳନ କରିବା ପାଇଁ ସୋସିଆଲ ମିଡିଆ ଟ୍ୟୁଟରକୁ ଅନ୍ତିମ ନୋଟିସ୍ ପଠାଇ ଚେତାବନୀ ଦେଇଛି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ ଦ୍ୱାରା ଦିଆଯାଇଥିବା ନୂତନ ନିର୍ଦ୍ଦେଶାବଳୀକୁ ଟ୍ୟୁଟରକୁ ଏଯାଏ ଅନୁମୋଦନ କରିନାହିଁ । ଉକ୍ତ ଚିଠି ସୋସିଆଲ ମିଡିଆ ଟ୍ୟୁଟରର ଡେପୁଟି ଜେନେରାଲ କାଉନସିଲ୍ ଜିମ୍ ବେକରଙ୍କୁ ନୋଟିସ୍ ପଠାଯାଇଛି । ସକାଳେ ଟ୍ୟୁଟର ଏବଂ କେନ୍ଦ୍ର ମଧ୍ୟରେ ଚାଲିଥିବା ବିବଦକୁ କେନ୍ଦ୍ର କରି ଉପରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ଆକାଉଣ୍ଟରୁ ଟ୍ୟୁଟର ବ୍ଲୁ ଟିକ୍ ହଟାଇ ଦେଇଥିବା କୁହାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!