Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦଶମ ଶ୍ରେଣୀ ଛାତ୍ର ନିଖୋଜ, ସ୍କୁଲ୍ ଯାଇ ଘରକୁ ଫେରି ନାହାଁନ୍ତି

by ସଞ୍ଜୟ ସ୍ୱାଇଁ
July 5, 2023
in Crime, State
ଦୁଇ ଦଶମ ଶ୍ରେଣୀ ଛାତ୍ର ନିଖୋଜ, ସ୍କୁଲ୍ ଯାଇ ଘରକୁ ଫେରି ନାହାଁନ୍ତି
108
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ରାଜଧାନୀରୁ ଦୁଇ ଦଶମ ଶ୍ରେଣୀ ଛାତ୍ର ନିଖୋଜ। ସ୍କୁଲ୍ ଯାଇ ଘରକୁ ଫେରି ନାହାଁନ୍ତି ଦୁଇ ନାବାଳକ ଛାତ୍ର। ସକାଳୁ ରାତି ଯାଏ ଖୋଜିଖୋଜି କରି ନୟାନ୍ତ ହେଲେ ଦୁଇ ନାବାଳକଙ୍କ ବାପା ମାଆ ଓ ପରିବାର ଲୋକେ। ଚନ୍ଦକା ଥାନରେ ବାପା ମାଆ ଏ ନେଇ ଅଭିଯୋଗ କରିଛନ୍ତି। ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଞ୍ଚଳରେ ଦୁଇ ଦଶମ ଶ୍ରେଣୀ ଛାତ୍ର ପୃଥ୍ବୀରାଜ ପ୍ରଧାନ ଏବଂ ସୋନୁ କୁମାର ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସବୁଦିନ ପରି ମଙ୍ଗଳବାର ମଧ୍ୟ ସ୍କୁଲ ଯାଇ ଥିଲେ ଉଭୟ । ହେଲେ ଆଉ ଘରକୁ ଫେରିନଥିଲେ। ସମୟ ଗଡିବାରୁ ଘର ଲୋକେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି ଆରମ୍ଭ କରିଥିଲେ। ତେବେ ଦୀର୍ଘ ସମୟ ଧରି ଛାତ୍ର ମାନଙ୍କ ପତ୍ତା ମିଳି ନଥିବାରୁ ସ୍ଥାନୀୟ ଚନ୍ଦକା ଥାନାରେ ଏ ନେଇ ଲିଖିତ ଅଭିଯୋଗ କରିଛନ୍ତି । ସେପଟେ ଚନ୍ଦକା ଥାନା ଅଧିକାରୀ ଖବର ପାଇ ବିଭିନ୍ନ ସ୍ଥାନକୁ ଯାଇ ଖୋଜାଖୋଜି କରିବା ସହ ବିଭିନ୍ନ ଛକରେ ଥିବା ସିସିଟିଭି କ୍ୟାମେରା ଯାଞ୍ଚ କରି ତଦନ୍ତ ଚଳାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!