Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ପୀଡ଼ିତାଙ୍କ ସହାୟତା ରାଶି ହଡ଼ପ, ୨ ଜଣକୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
May 19, 2025
in Crime, State
ଦୁଷ୍କର୍ମ ପୀଡ଼ିତାଙ୍କ ସହାୟତା ରାଶି ହଡ଼ପ,  ୨ ଜଣକୁ ବାନ୍ଧିଲା ପୋଲିସ
60
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଦୁଷ୍କର୍ମ ପୀଡ଼ିତାଙ୍କୁ ସହାୟତା ରାଶି ହଡ଼ପ ଘଟଣାରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଦୁଇ ଜଣକୁ ଗିରଫ କଲା ପୋଲିସ। ସହାୟତା ରାଶି କରାଇଦେବାକୁ କହି ୧ ଲକ୍ଷ ଟଙ୍କା ଠକେଇ କରିଥିଲେ ଏହି ଦୁଇ ଜଣ। ଏନେଇ ପୀଡ଼ିତା ଲାଲବାଗ ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗ ଆଧାରରେ ପୋଲିସ ରବିବାର ଜଣକୁ ଗିରଫ କରିଥିବାବେଳେ ସୋମବାର ଆଉ ଜଣକୁ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଉଛନ୍ତି ଅମୀୟ କୁମାର ସାହୁ ଏବଂ ସଙ୍ଗୀତା ସିଂ। ଉଭୟ ଟଙ୍କା ଠକିଥିବା ନେଇ ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!