Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିକା ପାଇଁ ସରକାରଙ୍କୁ ମିଳିଲା ଦୁଇଟି ବିଡ୍

by ସଞ୍ଜୟ ସ୍ୱାଇଁ
June 4, 2021
in Health, State
ଟିକା ପାଇଁ ସରକାରଙ୍କୁ ମିଳିଲା ଦୁଇଟି ବିଡ୍
206
VIEWS
Share on FacebookShare on Twitter

ଭୁବନେଶ୍ଵର (ବାଘୁଆବାର୍ତ୍ତା): କରୋନାର ଦ୍ଵିତୀୟ ଲହରର ମୁକାବିଲା ପାଇଁ କେନ୍ଦ୍ରଠୁ ନେଇ ରାଜ୍ୟ ଟିକାକରଣ ଉପରେ ଜୋର ଦେଉଛନ୍ତି। ଚାହିଦା ଅନୁଯାୟୀ ଉତ୍ପାଦନ ହୋଇ ପାରୁନଥିବାରୁ ରାଜ୍ୟରେ ଟିକା ଅଭାବ ମଧ୍ୟ ଦେଖିବାକୁ ମିଳୁଛି। ଏହା ଟିକାକରଣକୁ ମଧ୍ୟ ପ୍ରଭାବିତ କରୁଛି। ଟିକା ଅଭାବ ଦୂର କରିବା ପାଇଁ ରାଜ୍ୟ ସରକାର ଗଲୋିବାଲ ଟେଣ୍ଡର ଦେଇଥିଲେ। ଏଥିରେ ଏବେ ଉନ୍ନତି ଘଟିଛି। ଗ୍ଲୋବାଲ ଟେଣ୍ଡରରେ ରାଜ୍ୟକୁ ଦୁଇଟି ବିଡ୍ ମିଳିଛି। ଟିକା କିଣିବା ନେଇ ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡରରେ ଦୁଇଟି ଆବେଦନ ମିଳିଛି। ୨ଟି କମ୍ପାନୀ ବିଡକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ୨ଟି ବିଡ୍ ଆସିଥିବା ନେଇ ଶୁକ୍ରବାର ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏହି ଦୁଇଟି ବିଡର ସର୍ତ୍ତ ଓ ମୂଲ୍ୟକୁ ସରକାର ତର୍ଜମା କରୁଥିବା ସେ କହିଛନ୍ତି। ରାଜ୍ୟରେ କରୋନା ଟିକାର ଆବଶ୍ୟକତା ପୂରଣ କରିବା ପାଇଁ ଗ୍ଲୋବାଲ୍‌ ଟେଣ୍ଡର କରିବାକୁ ନିଷ୍ପତ୍ତି ହୋଇଥିଲା । ଏଥି ପାଇଁ ରାଜ୍ୟ ସରକାର ଦୁଇଟି କମିଟି ଗଠନ କରିଛନ୍ତି। ଏଥିରେ ଗୋଟିଏ ବୈଷୟିକ କମିଟି ଏବଂ ଅନ୍ୟ ଗୋଟିଏ ପରିଚାଳନା କମିଟି । ବୈଷୟିକ କମିଟିରେ ମୋଟ ୧୦ ଜଣ ସଦସ୍ୟ ରହିଥିବା ବେଳେ ପରିଚାଳନା କମିଟିରେ ୯ ଜଣ ସଦସ୍ୟ ରହିଛନ୍ତି । ଇ-ଗ୍ଲୋବାଲ୍‌ ଟେଣ୍ଡର ପଲିସିରେ ରାଜ୍ୟ ଔଷଧ ନିଗମ କରୋନା ଟିକା କିଣିବ ବୋଲି ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!