Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ବାଇକ୍ ମୁହାମୁହିଁ ଧକ୍କା

by ସଞ୍ଜୟ ସ୍ୱାଇଁ
March 13, 2025
in Accident, State
୨ ବାଇକ୍ ମୁହାମୁହିଁ ଧକ୍କା
27
VIEWS
Share on FacebookShare on Twitter

ଫିରିଙ୍ଗିଆ, (ବାଘୁଆବାର୍ତ୍ତା): ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ୩ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗୋଛାପଡା ଥାନା ବାଉତି ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଛାପଡା ଥାନା ବାଉତି ମନ୍ଦିର ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଗୁରୁବାର ଦିନ ଗୋଟାଏ ସମୟରେ ଏହି ଦୁର୍ଘଟଣା ହୋଇଥିବା ନେଇ ସୁଚନା ମିଳିଛି । କିଛି ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ଗୋଛାପଡା ମେଡିକାଲ ନେଇଥିଲେ । ସେଠାରେ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣିକୁ ସ୍ଥାନାନ୍ତରିତ କରାଯାଇଛି । ଗୁରୁତର ଯୁବକ ମାନେ ହେଲେ ନିଳାମ୍ବର ରଣା ଏବଂ ତାଙ୍କର ସ୍ତ୍ରୀ ସୁଭଦ୍ରା ରଣା । ଦୁର୍ଘଟଣାରେ ଦୁହିଁଙ୍କର ମୁହଁରେ ଆଘାତ ଲାଗିଛି । ଦୁଇବର୍ଷର ଶିଶୁ ଗୁରୁତର ଆହତ ହୋଇଛନ୍ତି । କାମ ସାରି ଗୋଛାପଡାରୁ ନିଜ୍ ଗାଁ ପାହିରାଜୁ ଯାଉଥିଲେ । ଗୋଛପଡା ପଞ୍ଚାୟତର ବନ୍ଦୁଲି ଗ୍ରାମରୁ ଗୋଛାପଡା ଯାଉଥିଲେ । ବାଉତି ମନ୍ଦିର ପାର୍ଶ୍ୱରେ ତାଙ୍କ ବାଇକ୍ ସହ ସାମ୍ନାସାମ୍ନି ଆଉ ଏକ ବାଇକ୍ ଦୁର୍ଘଟଣା ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!