Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଭୁଜାଲିରେ ହାଣିଦେଲେ ୨ ଭାଇ

by ସଞ୍ଜୟ ସ୍ୱାଇଁ
October 7, 2024
in Crime, State
ବାପାକୁ ଛୁରୀ ଭୁସିଦେଲା ପ୍ରଫେସର ପୁଅ
14
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସାମାନ୍ୟ ବଚସା ନେଲା ଉଗ୍ର ରୂପ। ଜଣେ ଯୁବକଙ୍କୁ ରାସ୍ତା ଉପରେ ଭୁଜାଲିରେ ହାଣି ହତ୍ୟା କଲେ ୨ ଭାଇ। ଏପରି ଅଭିଯୋଗ ଆସିଛି ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ରତନପୁର ଗାଁରେ। ମୃତ ଯୁବକ ହେଲେ ମନୋଜ ସା। ତାଙ୍କ ଘର ରତନପୁରରେ। ଆଜି ସକାଳେ ସେହି ଗ୍ରାମର ବିଜୟ ମହାନନ୍ଦିଆ ଓ ଦୁଲାମଣି ମହାନନ୍ଦିଆଙ୍କ ସହ ମନୋଜଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ୨ଭାଇ ଏକ ଭୁଜାଲି ଆଣି ଉକ୍ତ ଯୁବକଙ୍କୁ ଆକ୍ରମଣ କରିଥିଲେ। ମନୋଜ ଜୀବନ ବିକାଳେ ଦୌଡ଼ି ପଳାଇ ଯିବାକୁ ଉଦ୍ୟମ କରିଥିଲେ। ହେଲେ ୨ ଭାଇ ତାଙ୍କୁ ଛାଡ଼ି ନଥିଲେ। ମନୋଜଙ୍କୁ ଗୋଡ଼ାଇ ଗୋଡ଼ାଇ ଭୁଜାଲିରେ ହାଣି ହତ୍ୟା କରିଥିଲେ। ଯୁବକଙ୍କ ମୃତଦେହ ରାସ୍ତା ଉପରେ ପଡ଼ିଛି। କେଉଁ କାରଣ ପାଇଁ ଏହି ହତ୍ୟାକାଣ୍ଡ ଘଟିଲା ତାର କାରଣ ଜଣାପଡ଼ିନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡ ପରେ ୨ ଭାଇ ଫେରାର ହୋଇଯାଇଛନ୍ତି। ପୁଲିସ ଘଟଣା ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!