Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ କନଷ୍ଟେବଳଙ୍କୁ ଛୁରୀ ଭୁସି ଆକ୍ରମଣ

by ସଞ୍ଜୟ ସ୍ୱାଇଁ
April 9, 2025
in Crime, State
ଦୁଇ କନଷ୍ଟେବଳଙ୍କୁ ଛୁରୀ ଭୁସି ଆକ୍ରମଣ
105
VIEWS
Share on FacebookShare on Twitter

ରାଉରକେଲା /କୋଇଡ଼ା, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକ୍ ଟେନସା ଫାଣ୍ଡି ଅନ୍ତର୍ଗତ ଟେନସା ସି ବ୍ଲକ୍ ଠାରେ ଦୁଇ ପରିବାର ମଧ୍ଯରେ ଝଗଡ଼ା ହେବାର ଖବର ପାଇ, ଟେନସା ଫାଣ୍ଡିରୁ ଦୁଇ ଜଣ କନେଷ୍ଟବଳ ପୃଥ୍ବୀରାଜ ପରିଡ଼ା ଓ ଶ୍ରୀ ରାଉତରାୟ ସ୍ଥିତି ସମାଧାନ ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲେ। ହେଲେ ସେଠାରେ ଦୁହେଁ ପରିବାର ଲୋକଙ୍କ ହାତରୁ ଟାଙ୍ଗିଆ ଛଡ଼ାଉଥିବା ବେଳେ ଜଣେ ଲୋକ ଛୁରୀ ଆଣି ଦୁଇ କନଷ୍ଟେବଳଙ୍କୁ ଭୁସି ଦେଇଥିଲେ । ଟେନସା ଫାଣ୍ଡି ଅନ୍ତର୍ଗତ ଟେନସା ସି ବ୍ଲକ୍ ଠାରେ ଦୁଇ ପରିବାର ମଧ୍ଯରେ ଝଗଡ଼ା ହେବାର ଖବର ପାଇ, ଟେନସା ଫାଣ୍ଡିରୁ ଦୁଇ ଜଣ କନେଷ୍ଟବଳ ପୃଥ୍ବୀରାଜ ପରିଡ଼ା ଓ ଶ୍ରୀ ରାଉତରାୟ ସ୍ଥିତି ସମାଧାନ ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲେ। ହେଲେ ସେଠାରେ ଦୁହେଁ ପରିବାର ଲୋକଙ୍କ ହାତରୁ ଟାଙ୍ଗିଆ ଛଡ଼ାଉଥିବା ବେଳେ ଜଣେ ଲୋକ ଛୁରୀ ଆଣି ଦୁଇ କନଷ୍ଟେବଳଙ୍କୁ ଭୁସି ଦେଇଥିଲେ। ଫାଣ୍ଡି ଅଧିକାରୀ ପହଞ୍ଚି କନଷ୍ଟେବଳମାନଙ୍କୁ ପ୍ରଥମେ ଟେନସା ହସପିଟାଲକୁ ଚିକିତ୍ସା ନିମନ୍ତେ ଆଣିଥିଲେ ଯେଉଁଠି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସ୍ଥାନାନ୍ତର କରିଥିଲେ। ଫାଣ୍ଡି ଅଧିକାରୀ ପହଞ୍ଚି କନଷ୍ଟେବଳମାନଙ୍କୁ ପ୍ରଥମେ ଟେନସା ହସପିଟାଲକୁ ଚିକିତ୍ସା ନିମନ୍ତେ ଆଣିଥିଲେ ଯେଉଁଠି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସ୍ଥାନାନ୍ତର କରିଥିଲେ। ଦୁଇ ପରିବାର ଲୋୀକଙ୍କୁ ବର୍ତ୍ତମାନ ଫାଣ୍ଡିରେ ଅଟକ ରଖାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!