Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ଦୁର୍ଘଟଣା ୨ ମୃତ ଓ ୨ ଗୁରୁତର

by ସଞ୍ଜୟ ସ୍ୱାଇଁ
May 9, 2025
in Accident, State
ଚଢ଼ିଗଲା ହାଇୱା
213
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା): ନୟାଗଡ ଜ଼ିଲ୍ଲା ସୁନାଖଳା ରେଲୱେ ଓଭର ବ୍ରିଜ ନିକଟରେ ମର୍ମନ୍ତୁତ ସଡ଼କ ଦୁକର୍ଘଟଣା l ଦୁଇ ବାଇକ ମୁହାଁମୁହିଁ ହୋଇ ଦୁର୍ଘଟଣା ଘଟିଥିବା ଜଣାପଡିଛି | ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ ହୋଇଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି l ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା ବେଳେ ଘଟଣା ସ୍ଥଳରେ ସୁନାଖଳା ପୋଲିସ ପହଞ୍ଚି ମୃତାହାତ ମାନଙ୍କୁ ଉଦ୍ଧାର କରି ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଶବ ବ୍ୟବଛେଦ ପାଇଁ ପଠାଇ ଥିବା ଜଣାପଡିଛି | ମୃତକମାନେ ହେଲେ ନରେନ୍ଦ୍ର ପୁର ଗ୍ରାମର ସନ୍ତୋଷ ପାଇକରାୟ ଓ ନିରାକାରପୁର ଅଂଚଳର ଫିରୋଦ ସାହା l ଗୁରୁତର ମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!