Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍, ୨ ମୃତ

by ସଞ୍ଜୟ ସ୍ୱାଇଁ
February 27, 2025
in Accident, State
ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍, ୨ ମୃତ
56
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ମହାଦେବଙ୍କୁ ଦର୍ଶନ କରି ଫେରୁଥିବା ବେଳେ ଅଘଟଣ । ଭାରସାମ୍ୟ ହରାଇ ୨୦ ଫୁଟ୍ ବ୍ରିଜ୍ ତଳକୁ ଖସି ପଡିଲା ବାଇକ୍ । ଘଟଣା ସ୍ଥଳରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ପଟାଙ୍ଗି ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ଖରା ଏବଂ ଗଙ୍ଗାଧର ଗେମେଲ । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଚାଟୁଆ ନିକଟସ୍ତ ଅନ୍ଧାରିଘାଟ ବ୍ରିଜ୍ ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ତିନି ଜଣ ଯୁବକ ଗୋଟିଏ ବାଇକ୍‌ରେ ଚାଟୁଆ ଗାଁକୁ ପବିତ୍ର ଶିବରାତ୍ରିରେ ମାହାଦେବଙ୍କ ଦର୍ଶନ କରିବାକୁ ଆସିଥିଲେ । ସେଠାରୁ ଫେରିବା ବେଳେ ଭାରସାମ୍ୟ ହରାଇ ତିନି ଜଣ ଅନ୍ଧାରିଘାଟ ବ୍ରିଜ୍ ତଳକୁ ଖସି ପଡ଼ିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପାଡୁଆ ପୋଲିସ ପହଞ୍ଚି ୩ ଜଣଙ୍କୁ ଉଦ୍ଧାର କରିଛି । ହେଲେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଜୀବନ ଚାଲିଯାଇଥିଲା । ଗୁରୁତର ଅବସ୍ଥାରେ ଜଣଙ୍କୁ ପାଡୁଆ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି ପୋଲିସ । ଏହା ସହ ମୃତଦେହ ଦ୍ୱୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!