Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରମୁଣ୍ଡାରେ ସିରିଜ ଦୁର୍ଘଟଣା, ଦୁଇ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 10, 2025
in Accident, State
ବରମୁଣ୍ଡାରେ ସିରିଜ ଦୁର୍ଘଟଣା,  ଦୁଇ ମୃତ୍ୟୁ
4
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବରମୁଣ୍ଡା ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କୁକୁଡ଼ା ବୋଝେଇ ଗାଡିକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ । ରାତି ଅଧରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ପୋଲିସ ଦୁର୍ଘଟଣାର ତଦନ୍ତ କରୁଥିବା ପରେ ସେହି ସ୍ଥାନରେ ପୁଣି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପିସିଆରର ଦୁଇ କର୍ମଚାରୀ ଆହତ ହୋଇଛନ୍ତି । ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀଙ୍କୁ ଭେଟିଲେ ପୋଲିସ କମିଶନର ଓ ଡିସିପି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!