Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଆରୋହୀଙ୍କୁ ଚାପିଦେଲା ବସ୍, ୨ ମୃତ

by ସଞ୍ଜୟ ସ୍ୱାଇଁ
May 10, 2025
in State
ବାଇକ୍ ଆରୋହୀଙ୍କୁ ଚାପିଦେଲା ବସ୍, ୨ ମୃତ
109
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫୁଲବାଣୀ ରୁଜାଙ୍ଗୀ ପେଟ୍ରୋଲ ଟାଙ୍କି ନିକଟରେ ରାତି ଅଧରେ ସଡ଼କ ଦୁର୍ଘଟଣା । ବସ୍ ଚକା ତଳେ ଚାପି ହୋଇ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଦୁଇଜଣ ହେଲେ ପଟାବାଲି ସାହିର ପ୍ରକାଶ କହଁର ଏବଂ ଭୁକ୍ତା କନାଲିର ପରମାନନ୍ଦ କହଁର । ସୂଚନା ମୁତାବକ, ଅନିଲ ନାମକ ଏକ ଘରୋଇ ବସ୍ ମଧ୍ୟ ରାତ୍ରିରେ ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା । ଏହି ସମୟରେ ରୁଜାଙ୍ଗୀ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ପକାଇ ଗୋଟିଏ ବାଇକ୍ରେ ତିନିଜଣ ଯୁବକ ଯାଉଥିଲେ । ପେଟ୍ରୋଲ ଟାଙ୍କି ନିକଟରେ ହିଁ ଘଟିଗଲା ଦୁର୍ଘଟଣା । ବସ୍ ଚକା ତଳେ ଆସି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ସ୍ଥଳରେ ଉପସ୍ଥିତ ରହି ତଦନ୍ତ ଚଳାଇଛି ପୋଲିସ ।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!