Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାଲା ଅଟୋ ଓଲଟି ଦୁଇ ମୃତ

by ସଞ୍ଜୟ ସ୍ୱାଇଁ
May 14, 2025
in Accident, State
ଡାଲା ଅଟୋ ଓଲଟି ଦୁଇ ମୃତ
19
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଭେଟନଈ -ଭେଜିପୁଟ ମଝିରେ ସଡ଼କ ଦୁର୍ଘଟଣା। ଡାଲା ଅଟୋ ଓଲଟି ଦୁଇ ମୃତ ଓ ୧୪ ଜଣ ଗୁରୁତର। ଗୁରୁତର ମାନଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସାତ ଜଣକୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁଇ ମୃତକ ହେଲେ ଭେଟନଈ ଗାଁର ୨୫ ବର୍ଷୀୟା ଗାୟତ୍ରୀ ଗୌଡ଼ ଓ ୫୦ ବର୍ଷୀୟା ସରୋଜିନୀ ସାହୁ। ସାନ ଖୋଲି ଗାଁକୁ ଭେଟନଈ ଗାଁର ୨୦ରୁ ଅଧିକ ଲୋକ ଏକ ଡାଲା ଅଟୋରେ ଯଜ୍ଞ ଦେଖିବାକୁ ଯାଇଥିଲେ। ଯଜ୍ଞ ଦେଖି ଫେରିବା ବେଳେ ଡାଲା ଅଟୋଟି ଓଲଟି ପଡ଼ିଥିଲା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!