Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକର ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜଣଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 26, 2025
in Accident, State
ଚଢ଼ିଗଲା ହାଇୱା
93
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଲାଠିପଡ଼ା ଗାଁ ଜଗନ୍ନାଥ ମନ୍ଦିର ନିକଟରେ ଦୁର୍ଘଟଣା । ତିନି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଆହତ ହୋଇଛନ୍ତି । ମୃତକ ହେଲେ ସିହମଦ୍ରନ ଗାଁର ବିରଞ୍ଚି ଭୂୟାଁ । ବାକି ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଏବ ବାଇକ୍ ଭଞ୍ଜନଗରରୁ ସୋରଡ଼ା ଅଭିମୁଖେ ଆସୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଦୁଇଟି ସହ ଲାଠିପଡ଼ା ଜଗନ୍ନାଥ ମନ୍ଦିର ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାପରେ ତୁରନ୍ତ ସୋରଡ଼ା ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଭଞ୍ଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତକଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଆଉ ଜଣଙ୍କର ପରିଚୟ ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!