Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 18, 2025
in State
ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗର ମୃତ୍ୟୁ
49
VIEWS
Share on FacebookShare on Twitter

ଅଳତୀ, (ବାଘୁଆବାର୍ତ୍ତା): ଘରୁ କହିକି ଯାଇଥିଲା ଅନ୍ଧାରୀ ଗ୍ରାମକୁ ଭୋଜି ଖାଇବାକୁ ଯାଉଛି । ଶୀଘ୍ର ଫେରିଆସିବି । ଏଭଳି କହି ଖୁସିରେ ସାଙ୍ଗ ମାନଙ୍କ ସହ ଛାତ ଉପରେ ଭୋଜି ଆୟୋଜିତ କରି ମଜା ମସ୍ତି ଚାଲିଥିଲା । ସାଙ୍ଗମାନେ ଭୋଜିରେ ମାତି ଥିବାବେଳେ ହଠାତ ଛାତ ଉପରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା ଆଉ ଏକ ସାଙ୍ଗ । ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ତାରକୁ ଧରିବାରୁ ଘଟଣାସ୍ଥଳରେ ଜୀବନ ହାରିଲା ସାଙ୍ଗ । ମୃତକ ହେଉଛନ୍ତି ବଡପଦନା ଗ୍ରାମର ଶୁଭମ୍ ସାହୁ (୧୯) । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ବଡପଦନା ଗ୍ରାମରେ । ସୁଚନା ମୁତାବକ, ବଡପଦନା ଗ୍ରାମର ଶୁଭମ୍ ସାହୁ ସାଙ୍ଗମାନଙ୍କ ସହ ଭୋଜି କରିବାକୁ ଯାଜପୁର ଜିଲ୍ଳାର ଅନ୍ଧାରୀ ଗ୍ରାମକୁ ଯାଇଥିଲା। ସେଠାରେ ଭୋଜି ସମୟରେ ଜଣେ ସାଙ୍ଗ ଛାତ ଉପରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା । ଏହା ଦେଖି ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ଆଘାତରେ ଶୁଭମ୍ର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ସ୍ଥାନାନ୍ତର କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!