Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଦୀରେ ବୁଡ଼ିଗଲେ ଦୁଇ ବନ୍ଧୁ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
September 11, 2024
in State
ନଦୀରେ ବୁଡ଼ିଗଲେ ଦୁଇ ବନ୍ଧୁ, ଜଣେ ମୃତ
45
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଗଲେ ଦୁଇ ସାଙ୍ଗ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି। ଘଟଣାଟି ଘଟିଛି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ନିକଟ ନାନପୁରରେ। ମୃତକଙ୍କ ନାଁ ଅଭିଷେକ ପାତ୍ର। ତାଙ୍କ ଘର ଭୁବନେଶ୍ୱରରେ। ନିଖୋଜ ଯୁବକଙ୍କ ନାଁ ଦିପ୍ତୀରଞ୍ଜନ ପାଢ଼ୀ। ତାଙ୍କ ଘର ପଟ୍ଟାମୁଣ୍ଡାଇରେ। ଦିପ୍ତୀ ତାଙ୍କ ସାଙ୍ଗ ଅଭିଷେକଙ୍କୁ ନେଇ ନାନପୁରରେ ଜଣେ ବନ୍ଧୁ ଘରକୁ ଆସିଥିଲେ। ଆଜି ଦୁହେଁ ସେଠାରେ ବିରୁପା ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିଲେ। ଅଭିଷେକଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ। ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। କିନ୍ତୁ ସେମାନେ ଦିପ୍ତୀରଞ୍ଜନଙ୍କୁ ପାଇନଥିଲେ। ଖବର ପାଇ ଚଣ୍ଡିଖୋଲରୁ ଦମକଳ ବାହିନୀ କର୍ମଚାରୀ ଆସି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ଦିପ୍ତୀରଞ୍ଜନଙ୍କ ପତ୍ତା ମିଳି ନଥିଲା।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!