Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବିଧାୟକଙ୍କୁ ବିଜେଡ଼ିରୁ ବହିଷ୍କାର କଲେ ନବୀନ 

by ସଞ୍ଜୟ ସ୍ୱାଇଁ
September 21, 2023
in Breaking, Nayagarh, Politics
ଦୁଇ ବିଧାୟକଙ୍କୁ ବିଜେଡ଼ିରୁ ବହିଷ୍କାର କଲେ ନବୀନ 
422
VIEWS
Share on FacebookShare on Twitter
  1. ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର l ବିଜେଡ଼ିରୁ ଦୁଇ ବିଧାୟକଙ୍କୁ ବହିଷ୍କାର କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ l ବହିଷ୍କାର ହୋଇଥିବା ଦୁଇ ବିଧାୟକ ହେଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା l ଉଭୟ ବିଧାୟକ ଦଳ ବିରୋଧୀ କାର୍ଯ୍ୟ କରୁଥିବା ଯୋଗୁଁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି l ପୂର୍ବରୁ ଖଣ୍ଡପଡ଼ା ବିଧାୟକ ସୌମ୍ୟଙ୍କୁ ବିଜେଡ଼ି ଉପ ସଭାପତି ପଦରୁ ବାହାର କରିବା ପରେ ପୁଣି ଥରେ ଦ୍ୱିତୀୟ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ସୌମ୍ୟ ବିଭିନ୍ନ ସମୟରେ ନିଜ ମିଡ଼ିଆ ସଂସ୍ଥାର କର୍ମଚାରୀଙ୍କ ଉପରେ ଶୋଷଣ କରୁଥିବା ଅଭିଯୋଗ ହୋଇଥିଲା l
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!