Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ଵ ଆଦିବାସୀ ଦିବସରେ ମୁଖ୍ୟ ଶ୍ରୋତକୁ ଫେରିଲେ ଦୁଇ ହାର୍ଡକୋର ମାଓବାଦୀ

by ସଞ୍ଜୟ ସ୍ୱାଇଁ
August 9, 2021
in State
ବିଶ୍ଵ ଆଦିବାସୀ ଦିବସରେ ମୁଖ୍ୟ ଶ୍ରୋତକୁ ଫେରିଲେ ଦୁଇ ହାର୍ଡକୋର ମାଓବାଦୀ
20
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ବିଶ୍ଵ ଆଦିବାସୀ ଦିବସରେ ମୁଖ୍ୟ ଶ୍ରୋତକୁ ଫେରିଲେ ଦୁଇ ହାର୍ଡକୋର ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲା ଏସପି କମଲ ଲୋଚନ କାଶ୍ୟପ ଓ ସିଆରପିଏଫ ଡିଆଜି କମଲ ସିଂହଙ୍କ ନିକଟରେ ସୋମବାର ଦୁଇ ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । କେନ୍ଦ୍ରୀୟ ମାଓ ସଂଗଠନର ବ୍ୟୁର ର୍ୟାଙ୍କରେ ଏସିଏମ କମାଣ୍ଡର ଭାବେ କାର୍ୟ୍ୟ କରୁଥିବା ରାଜୁ କାରମ ଓ ସୁନୀତା କାରମ ବିଶେଷ କରି ସଂଗଠନରେ ତେଲଗୁ ମାଓନେତାଙ୍କ ଅତ୍ୟାଚାର ବଢୁଥିବା ବେଳେ ସରକାରଙ୍କ ଉନ୍ନୟନମୂଳକ କାମରେ ଆକୃଷ୍ଟ ହୋଇ ଅନ୍ଧାରି ଦୁନିଆକୁ ତ୍ୟାଗ କରି ମୁଖ୍ୟଶ୍ରୋତକୁ ଫେରିଛନ୍ତି । ପୂର୍ବରୁ ଅନେକ ହିଂସାକାଣ୍ଡରେ ସାମିଲ ଥିବା ଏହି ଦୁଇ ହାର୍ଡକୋର ମାଓ ନେତାଙ୍କ ଉପରେ ସରକାର ୮ ଲକ୍ଷ ଲେଖାଏଁ ଟଙ୍କାର ଅର୍ଥ ରାଶି ଘୋଷଣା କରିଥିବା ବେଳେ ଆତ୍ମସମର୍ପଣ ପରେ ଏମାନଙ୍କୁ ସରକାରଙ୍କ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ବିଜାପୁର ଏସପି କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!